ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮,୯୭୮ କୋଟି ଟଙ୍କାର ବିଦ୍ୟୁତ ପ୍ରକଳ୍ପର ଶୁଭାରମ୍ଭ କରିବେ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରି ୩ରେ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨ଞ୍ଚ୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧ଞ୍ଚ୨୫୦ ମେଗାୱାଟ୍)କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଏନଟିପିସି ତାଳଚେର…
