ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ୫ମ ସମନ ଜାରି କଲା ED
ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ…
ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ…
ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍ଡ ୟୁନିଭର୍ସିଟି ମାନ୍ୟତା। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି। IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ କ୍ୟାମ୍ପସକୁ ମାନ୍ୟତା ମିଳିଛି।…
ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମାମଲାରେ ବୁଧବାର ହିନ୍ଦୁମାନଙ୍କ ସପକ୍ଷରେ ଆସିଛି ରାୟ। ଏଠାରେ ପୂଜା ପାଠ କରିବା ପାଇଁ ହିନ୍ଦୁମାନଙ୍କୁ ଅନୁମତି ଦେଇଛନ୍ତି ମାନ୍ୟବର କୋର୍ଟ। ଜ୍ଞାନବ୍ୟାପୀ ମାମଲାରେ ହିନ୍ଦୁ ଦଳର ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ବିଷ୍ଣୁ ଶଙ୍କର ଜୈନ କହିଛନ୍ତି, ହିନ୍ଦୁ…
ଭୁବନେଶ୍ବର: ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ସେଲ୍କୁ ଅଧିକ କ୍ରିୟାଶୀଳ କରିବା ପାଇଁ ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ୍, ସଂପାଦକ ଓ ସଂଯୋଜକଙ୍କ ନାମ ଘୋଷଣା କରାଯାଇଛି। ପିସିସି ଗଣମାଧ୍ୟମ ସେଲ୍ର ଅଧ୍ୟକ୍ଷ ବିଶ୍ବରଂଜନ ମହାନ୍ତି ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା…
କୋଲକାତା:ପାଖେଇ ଆସୁଛି ଲୋକସଭା ନିର୍ବାଚନର ଦିନ। କିନ୍ତୁ ଛିଡୁନି ଇଣ୍ଡିଆ ମେଣ୍ଟରେ ସିଟ ବଣ୍ଟା। ଯାହାକୁ ନେଇ ଏବେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ତାଙ୍କରି ମେଣ୍ଟ ଦଳକୁ କରିଛନ୍ତି ଟାର୍ଗେଟ। ଆସନ ବାଣ୍ଟିବା ନେଇ ତୃଣ ମୂଳ କଂଗ୍ରେସ ପୁଣି ଥରେ…
ପାକିସ୍ତାନରେ ବଡ଼ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ବଲୁଚିସ୍ତାନ ଅଞ୍ଚଳରେ ଏହି ଘଟଣା ଘଟିଛି । ଏଥିରେ ୨ ନାଗରିକ ଏବଂ ୪ ଆଇନ…
ଭୁବନେଶ୍ୱର : ପୁଣି ବଢ଼ିଲା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ । ବିଧାୟକ ପ୍ରଦୀପଙ୍କ ବିରୋଧରେ ଆରମ୍ଭ ହେବ ଟ୍ରାଏଲ । ପ୍ରଦୀପଙ୍କ ନାଁରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଚାର୍ଜଫ୍ରେମ ଦାଖଲ ହୋଇଛି। ପ୍ରଦୀପଙ୍କ ପତ୍ନୀଙ୍କ ନାଁରେ ମଧ୍ୟ…
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ବାରମୁଲା ଜିଲ୍ଲାରେ ବୁଧବାର ଏକ ଗାଡି ଭାରସାମ୍ୟ ହରାଇ ଘାଟି ଉପରୁ ଗଭୀର ଖାଇ ମଧ୍ୟକୁ ଖସି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛ ଏବଂ ୭ ଜଣ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଉତ୍ତର କଶ୍ମୀର ଜିଲ୍ଲାର…
ଭୁବନେଶ୍ୱର : ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ । ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କରିବେ ରାହୁଲ । ୬ରେ ସୁନ୍ଦରଗଡ଼ ଜିଲ୍ଲା…
ଭୁବନେଶ୍ୱର : କଟକର ନୂଆ ଡିସିପି। ଦାୟିତ୍ବ ଗ୍ରହଣ କରିଛନ୍ତି ଡକ୍ଟର କନୱର ବିଶାଲ ସିଂ। ପିନାକ ମିଶ୍ରଙ୍କ ବଦଳି ପରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶ୍ରୁଙ୍ଖଳା ଉପରେ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି…