2024

ଦନ୍ତେୱାଡ଼ାରେ ନକ୍ସଲଙ୍କ ବଡ଼ ବଙ୍କର ଠାବ

ଛତିଶଗଡ଼ ଦନ୍ତେୱାଡ଼ାରେ ନକ୍ସଲଙ୍କର ରହିଛି ବଡ଼ ବଙ୍କର। ଜଙ୍ଗଲ ଭିତରେ ନକ୍ସଲଙ୍କ ଏତେ ବଡ଼ ବଙ୍କର ଦେଖି ପୁଲିସ ଛାନିଆ ହୋଇଯାଇଛି। ଗାଜାରେ ହମାସ ଆତଙ୍କୀଙ୍କ ସୁଡ଼ଙ୍ଗ ଭଳି ମାଟି ତଳେ ସୁଡ଼ଙ୍ଗ ଓ ବଙ୍କର କରିଛନ୍ତି ନକ୍ସଲ। ଦନ୍ତେୱାଡ଼ାରେ ନକ୍ସଲ…

କଟକର ଏକ ଆଶ୍ରମରେ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

କଟକ : ପୁଣି ଲଜ୍ଜା । ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । କଟକର ଏକ ଆଶ୍ରମରେ ରହୁଥିବା ଜଣେ ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗତ ୨୯ରେ ନାବାଳିକା ଜଣକ ସ୍କୁଲରୁ ଫେରୁଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗ…

ମୋଟା ବରଫର ଚାଦର ତଳେ ହିମାଚଳ ପ୍ରଦେଶ

ହିମାଚଳ ପ୍ରଦେଶ: ଦୀର୍ଘ ଦିନର ଅପେକ୍ଷା ପରେ ହିମାଚଳ ପ୍ରଦେଶର ଶିମଲାରେ ତୁଷାରପାତ ଦେଖିବାକୁ ମିଳିଛି । ଶିମଲାର ଉଚ୍ଚସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି । ବରଫର ଏକ ମୋଟା ଚାଦର ତଳେ ଲୁଚି ଯାଇଛି ସେଠାକାର ଘର । ଯାହା…

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ । ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ । ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଅନ୍ତରୀଣ ଅଙ୍କୁଶ ଜାରି ରହିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି । ଫଳରେ ସେହି…

ନୂଆ ସଂସଦରେ ରାଷ୍ଟ୍ରପତିଙ୍କ ପ୍ରଥମ ଅଭିଭାଷଣ: ‘ନୂଆ ଭାରତ ଶ୍ରେଷ୍ଠ ଭାରତ ସଂକଳ୍ପ’

ନୂଆଦିଲ୍ଲୀ: ଆରମ୍ଭ ହେଲା ସଂସଦରେ କାମଚଳା ବଜେଟ୍ ଅଧିବେଶନ । ପରମ୍ପରା ଅନୁସାରେ ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନ୍ତରୀଣ ବଜେଟ୍ ସେସନ୍‌କୁ ଆରମ୍ଭ କରିଛନ୍ତି । ନୂଆ ସଂସଦ ଭବନରେ ସମସ୍ତଙ୍କୁ ମୋର ନମସ୍କାର କହି ବକ୍ତବ୍ୟ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ…

ରାହୁଲ ଗାନ୍ଧିଙ୍କ ଗାଡି ଉପରକୁ ପଥରରେ ଆକ୍ରମଣ

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଉପରେ ଆକ୍ରମଣ । ବୁଧବାର ଦିନ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ତାଙ୍କ କାର ଉପରକୁ ଆକ୍ରମଣ ହୋଇଛି । ଆକ୍ରମଣରେ ତାଙ୍କ କାରର କାଚ ଭାଙ୍ଗିଯାଇଛି । ଏଥିରେ କେହି ହତାହତ…

ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌, ଭିସି ଯୋଗେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ…

‘ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଜାଣିଶୁଣି ସୁକେଶଙ୍କ ଅପରାଧର ଆୟ ଗ୍ରହଣ କରୁଥିଲେ’: ED

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ସମସ୍ୟା ବଢ଼ିଛି । ଦିଲ୍ଲୀ ହାଇକୋର୍ଟରେ ଇଡି ଏମିତି ଏକ ଖୁଲାସା କରିଛି, ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ଇଡି ଯୁକ୍ତି ଦେଇଛି ଯେ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଅଭିନେତ୍ରୀ…

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍

ନବରଙ୍ଗପୁର: ଏଟିଏମରୁ ଟଙ୍କା ପଇସା ଲୁଟି ଜଙ୍ଗଲରେ ଲୁଚିଥିଲେ ୫ ଲୁଟେରା। ରାତିତମାମ ଜଙ୍ଗଲରେ ଛାନଭିନ୍‌ ପରେ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ। ଏପରି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ। ଗିରଫ ୫ ଜଣକୁ ଡାବୁଗାଁ…