2024

ଏସ୍‌ସିବିରେ ପ୍ରିଣ୍ଟେଡ୍‌ ପ୍ରେସକ୍ରିପସନ୍‌ ପାଇଁ ଯୋଜନା: ଉଭୟ ଓପିଡି ଓ ଆଇପିଡିରେ ରହିବ ରୋଗୀଙ୍କ ୟୁନିକ୍‌ ଆଇଡି

କଟକ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏବଂ ସ୍ପଷ୍ଟ ହସ୍ତାକ୍ଷରରେ ରୋଗୀଙ୍କୁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ଦିଆଯିବାକୁ ନେଇ ଚିନ୍ତା ବଢିଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ବି ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ଅନେକ ଡାକ୍ତର ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ୍ ଲେଖୁଥିବା…

ମୁଁ ଲେଖିକି ଦଉଛି, 2024ରେ ଜେଡିୟୁ ଫିନିସ୍ ହୋଇଯିବ: ତେଜସ୍ୱୀ

ବିହାରରେ ଆରମ୍ଭ ହୋଇଛି ବିଜେପି-ଜେଡିୟୁ ସରକାର। ମେଣ୍ଟ ସରକାରର ନବମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ନୀତୀଶଙ୍କ ଘର ବାହୁଡା ପରେ ବର୍ଷିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ। ମୁଁ ଲେଖିକି ଦଉଛି, 2024ରେ ଜେଡିୟୁ ଫିନିସ୍…

ଲୋକସଭା ନିର୍ବାଚନରେ ଲଢ଼ିବେ ନାହିଁ ଦିଗବିଜୟ

ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଭୋପାଳ କିମ୍ବା ରାଜଗଡ଼ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବା ଗୁଜବକୁ ନେଇ ସଫେଇ ଦେଇଛନ୍ତି | ଦିଗବିଜୟ ସିଂ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି, ସେ କହିଛନ୍ତି ଯେ…

ରାୟଗଡାରୁ ୬ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଗଲେ ବାରଣାସୀ ଓ ଗୟା

ରାୟଗଡ଼ା: ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୯୭୦ଜଣ ତୀର୍ଥଯାତ୍ରୀ…

ନିଆଁରେ ଜଳି ପାଉଁଶ ହୋଇଗଲେ ପରିବାରର ୫ ସଦସ୍ୟ

ଉତ୍ତର ପ୍ରଦେଶର ବରେଲି ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ଏଠାରେ ଫରିଦପୁରସ୍ଥିତ ଏକ ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ସଦସ୍ୟ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକମାନଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ତିନି ସନ୍ତାନ…

ବନ୍ଧୁକ ଦେଖାଇ ଟଙ୍କା ଓ ସୁନା ଲୁଟି ନେଲେ ଦୁର୍ବୃତ୍ତ

ଉମରକୋଟ : ବନ୍ଧୁକ ଏବଂ ଛୁରୀ ଦେଖାଇ ସୁନା ଗହଣା ଲୁଟ । ଏଥି ସହ ଘରର ସମସ୍ତ ମୋବାଇଲ ଫୋନ ଛଡେଇ ନେଇ ଗାଁ ଠାରୁ ଶହେ ମିଟର ଦୂରରେ ଫିଙ୍ଗି ଚାଲିଯାଇଥିଲେ ଦୁର୍ବୃତ୍ତ । ତେବେ ଏହି ଘଟଣା…

ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ

ବିହାର ରାଜନୀତିରେ ଘଡିକେ ଘୋଡ଼ା ଛୁଟୁଛି। ନୀତୀଶ କୁମାର ସକାଳେ ଇସ୍ତଫା ଦେଇଥିବା ବେଳେ ଏବେ ସନ୍ଧ୍ୟାରେ ଶପଥ ନେଇଛନ୍ତି। ୯ମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ…

ଜାଡରେ ଥରହର ସାରା ଓଡିଶା, ୨ଦିନ ପରେ ବଢିପାରେ ରାତି ତାପମାତ୍ରା

ଭୁବନେଶ୍ବର: ଲଗାତାର ତିନି ଦିନ ଧରି ଝିପଝିପ୍ ବର୍ଷା ସାଙ୍ଗକୁ କୋହଲାପାଗ ଓ ଥଣ୍ଡା ପବନ କମିବା ପରେ ଏବେ ଜାଡରେ ଥରହର ସାରା ଓଡିଶା । ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ସାଙ୍ଗକୁ ଘନ କୁହୁଡି ଦେଖିବାକୁ ମିଳୁଛି ।…

ଅଳିଆ ପୁଣି ଅଳିଆ ଗଦାକୁ ଗଲା: ନୀତୀଶ କୁମାରଙ୍କୁ ସମାଲୋଚନା କରି କହିଲେ ଲାଲୁଙ୍କ ଝିଅ

ନୂଆଦିଲ୍ଲୀ: ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା ବୋଲି ଆଜି ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଆର୍‌ଜେଡି’ ମୁଖ୍ୟ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ସମାଲୋଚନା କରି କହିଛନ୍ତି।…