କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା; ୨ମହିଳାଙ୍କୁ କଚାଡି ମାରିଲା
ଦେବଗଡ଼ : ଅନ୍ଧାର ରାତିରେ କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା। ଶୁଣ୍ଢରେ ଉଠାଇ ମହିଳା ଦୁଇ ଜଣଙ୍କୁ କଚାଡି ମାରିଲା। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଗତ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ ମହିଳା ଦ୍ୱୟ…
ଦେବଗଡ଼ : ଅନ୍ଧାର ରାତିରେ କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା। ଶୁଣ୍ଢରେ ଉଠାଇ ମହିଳା ଦୁଇ ଜଣଙ୍କୁ କଚାଡି ମାରିଲା। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଗତ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ ମହିଳା ଦ୍ୱୟ…
ବଲାଙ୍ଗିର : ବଲାଙ୍ଗିର ଜିଲ୍ଲାରୁ ନକଲି ଶିକ୍ଷକ ଧରାପଡ଼ିବାର ଧାରା ଜାରି ରହିଛି। ଜାଲ ସାର୍ଟିଫିକେଟର କାରଖାନା ବଲାଙ୍ଗିରରୁ ବାହାରିବ ପରେ ସାର୍ଟିଫିକେଟ ଯାଞ୍ଚକୁ ଜୋରଦାର କରାଯାଇଛି। ଜାଲ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଅଭିଯୋଗରେ ଆଗରୁ ଅନେକ ଶିକ୍ଷକ ଚାକିରିରୁ…
କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର ଚୌଧୁରୀ…
ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଅମୃତ କାଳର ଏହି ଅବିସ୍ମରଣୀୟ ମୂହୁର୍ତ୍ତରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍ ହସ୍ପିଟାଲ୍ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍ ହସ୍ପିଟାଲ୍ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍ ପୁଲିସ୍କୁ ଅବଗତ କରାଇଛି। କ୍ୟାପିଟାଲ୍ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କ କହିବା ଅନୁସାରେ ପ୍ରଶାନ୍ତ ନାୟକଙ୍କ ପତ୍ନୀ…
ସମ୍ବଲପୁର : ମହାଆଡମ୍ୱରେ ଲୋକାର୍ପିତ ହୋଇଛି ମାଆ ସମଲେଇ ପ୍ରକଳ୍ପ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ। ହେଲେ ଏଥିରେ ଦେଖିବାକୁ ମିଳିଥିଲା ବିଚିତ୍ର ଚିତ୍ର। ଏପଟେ ସମଲେଇ ପ୍ରକଳ୍ପ ପାଇଁ ଲୋକାର୍ପଣ ଚାଲିଥିଲା। ସେପଟେ ପ୍ରକଳ୍ପ ପାଇଁ ବିସ୍ଥାପିତ ହୋଇଥିବା…
ଦେବଗଡ଼ : ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ…
ସମ୍ବଲପୁର : ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି…
ଯାଜପୁର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଘଟିଛି। ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ…
ନିୟୁର୍କ : ନାଇଟ୍ରୋଜେନ୍ ଗ୍ୟାସରେ ମୃତ୍ୟୁଦଣ୍ଡ ଦେବାରେ ପ୍ରଥମ ଦେଶ ହେଲା ଆମେରିକା। ନାଇଟ୍ରୋଜେନ ବା ଯବକ୍ଷାରଜାନ ବ୍ୟବହାର କରି ଆମେରିକାର ଅଲବାମାରେ ଜଣେ ହତ୍ୟାକାରୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ତାଙ୍କ ନାଁ କେନେଥ୍ ଇଉଜିନ୍ ସ୍ମିଥ୍। ୩୫ ବର୍ଷ ତଳେ…