2024

ପ୍ରତିଶୋଧ ନେଲେ ଇଡି ଅଧିକାରୀ; ଏଥର ପୂରା ସୁରକ୍ଷା ବଳୟରେ ଟିଏମସି ନେତାଙ୍କ ଘରେ ପଶିଲେ

ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଶାହଜାହାନ ଶେଖ ଘରକୁ ଚଢ଼ାଉ ପାଇଁ ଯାଇ ଆକ୍ରମଣର ଶିକାର ହୋଇଥିବା ଇଡି ଟିମ୍‌ ଆଜି ପୁଣି ତରେ ଶାହଜାହାନଙ୍କ ଘର ଉପରେ ଚଢ଼ାଉ କରିଛି। ଗତ ଥର ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା…

କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ କରାଯାଉ: ଓଡ଼ିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର: କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ ପାଇଁ ଦାବି କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଏଗୁଡିକୁ ନିୟନ୍ତ୍ରଣ କରିବାପାଇଁ ଓଡିଶା ଅଭିଭାବକ ମହାସଂଘ ଦୀର୍ଘ ଦିନ ଲଢେଇ କରିଆସୁଥିଲା। ପ୍ରାୟ ୪ବରର୍ଷ ପରେ କେନ୍ଦ୍ର ସରକାର କୋଚିଂ…

ରାହୁଲଙ୍କ ନାଁରେ ମାମଲା ରୁଜୁ; ଅମିତ ଶାହଙ୍କୁ ଚିଠି ଲେଖିଲେ ଖଡଗେ

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୁଲିସ୍‌ ସହ ମୁହାଁମୁହିଁ ହେବା ତଥା ଭିଡ଼କୁ ଉସକାଇବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧି, କେସି ବେଣୁଗୋପାଳଙ୍କ ସମେତ ଶତାଧିକ…

ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା…

କାନାଡାରେ କ୍ରାଶ ହେଲା ବିମାନ; ୬ ମୃତ, ଜଣେ ଗୁରୁତର

କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ…

କଂଗ୍ରେସ ନେତାଙ୍କ ପ୍ରଶ୍ନ – ସତରେ କ’ଣ ମୋଦି ୧୧ ଦିନିଆ ବ୍ରତ ପାଳନ କରିଥିଲେ?

ଅଯୋଧ୍ୟା ରାମ ମନ୍ଦିରର ଉଦ୍‌ଘାଟନ ପୂର୍ବରୁ ୧୧ ଦିନର ଉପବାସ ବ୍ରତ ପାଳନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଭଗବାନ ରାମଙ୍କ ଆଖିରୁ ପଟି ଖୋଲିବା ପରେ ମୋଦି ଚରଣାମୃତ ପିଇ ନିଜ ୧୧ ଦିନର ଉପବାସ ଭାଙ୍ଗିଥିଲେ। ମାତ୍ର ମୋଦିଙ୍କ ଉପବାସ…

କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ

କଟକ : ଆଉ ନାହାନ୍ତି ବିଶିଷ୍ଟ ଡାକ୍ତର ଭୁବନାନନ୍ଦ ମହାରଣା । ପରଲୋକରେ କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ…

ଅଦାଲତରେ ମହାଭାରତ; ଜଜ୍‌ଙ୍କ ଉପରକୁ ଜୋତା ଫିଙ୍ଗିଲେ ଓକିଲ

ଅଦାଲତରେ ହେଲା ମହାଭାରତ । ଏକ ମାମଲାର ଶୁଣାଣି ଚାଲିଥିବା ବେଳେ ଉଭୟ ପକ୍ଷ ଓକିଲଙ୍କ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଟାର୍ଗେଟକୁ ଚାଲି ଆସିଲେ ଜଜ୍‌ । ନିଜ ଉପରୁ ନିୟନ୍ତ୍ରଣ ହରାଇ ଜଣେ ଓକିଲ ବିଚାରପତିଙ୍କ ଉପରକୁ…

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…