2024

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ରାହୁଲ ଗାନ୍ଧିଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କର

ଗୌହାଟୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ରୁଜୁ କର କେସ୍‌। ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କରାଯାଉ। ପୁଲିସକୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା। ଭିଡକୁ ଉସ୍‌କାଇବା ଅଭିଯୋଗରେ ରାହୁଲ ବିରୋଧରେ ମାମଲା…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଝଟ୍‌କା, ଇସ୍ତଫା ଦେଲା ଆଉ ଜଣେ ସାଂସଦ

ହାଇଦ୍ରାବାଦ : ନିର୍ବାଚନ ପୂର୍ବରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ନ ମୋହନ ରେଡ୍ଡୀଙ୍କୁ ପୁଣି ଝଟ୍‌କା। ଓ୍ୱାଇଏସ୍‌ଆର୍‌ କଂଗ୍ରେସର ହାତ ଛାଡିଲେ ଆଉ ଜଣେ ନେତା। ନରସରାଓ୍ୱପେଟ୍‌ର ସାଂସଦ ଲାବୁ ଶ୍ରୀ କୃଷ୍ଣ ଦେବରାୟଲୁ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ସେ ଓ୍ୱାଇଏସ୍‌ଆର୍‌ସିପିର ପ୍ରାଥମିକ…

୧୪ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ୧୨ ବିଭାଗର ୧୪ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ଆଉ ଗୋଟାଏ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିବା ବେଳେ ଅଧିକ ଆଲୋଚନା ପାଇଁ ରଖା ଯାଇଛି। ଓଡ଼ିଶାରେ ଜିନ୍ଦଲ କରିବ ଇଲେକ୍ଟ୍ରିକ୍ ଭେଇକିଲ ମାନୁ ଫାକଚରିଁ ୟୁନିଟ। ଏହି…

ପ୍ରାଣ ପ୍ରତିଷ୍ଠା ପରେ ଦୀପୋତ୍ସବ, ସବୁଠି ଜଳିଲା ରାମ ଜ୍ୟୋତି

ଅଯୋଧ୍ୟରେ ସମ୍ପନ୍ନ ହୋଇଛି ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା। ୫୦୦ ବର୍ଷର ଅପେକ୍ଷା ପରେ ପ୍ରଭୁ ଶ୍ରୀ ରାମ ଅଯୋଧ୍ୟାର ରାମ ମନ୍ଦିରରେ ବିରାଜିଛନ୍ତି। ପ୍ରାଣ ପ୍ରତିଷ୍ଠା ଉତ୍ସବ ପରେ ଆରମ୍ଭ ହୋଇଛି ଦୀପୋତ୍ସବ। ସବୁଠି ଜଳିଛି ରାମ ଜ୍ୟୋତି। ସାରା…

କଂଗ୍ରେସ ପ୍ରଭାରୀଙ୍କୁ ଭେଟିଲେ ମୋକିମ ଓ ଚିରଞ୍ଜିବ

ଭୁବନେଶ୍ୱର: ୬ ମାସରୁ ଅଧିକ ଦିନ ଧରି କଂଗ୍ରେସରୁ ନିଲମ୍ବନ ହୋଇଥିବା ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ ଖୁବଶୀଘ୍ର ଦଳକୁ ଫେରିପାରନ୍ତି । ଆଜି ଦୁଇ ହେଭିୱେଟ୍ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିବା ପରେ ଏ ନେଇ…

ଅଯୋଧ୍ୟାରେ ଜଟାୟୁ ମୂର୍ତ୍ତିର ଉନ୍ମୋଚନ କଲେ ମୋଦୀ

ଅଯୋଧ୍ୟା: ଅଯୋଧ୍ୟାରେ ନବନର୍ମିତ ଶ୍ରୀରାମ ମନ୍ଦିରରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ସାରା ଦେଶରେ ଉତ୍ସାହ ଜାରି ରହିଛି । ଏହି ସମାରୋହର ସମସ୍ତ ରୀତିନୀତି ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ରାମ ମନ୍ଦିର ପରିସରରେ ଥିବା କୁବେର…

ଭାଲୁ ଆକ୍ରମଣରେ ବନ କର୍ମଚାରୀ ଆହତ

ଭାଲୁ ଆକ୍ରମଣରେ ବନ କର୍ମଚାରୀ ଆହତ । ଜଙ୍ଗଲ ଭିତରେ ପାଟ୍ରୋଲିଂ କରୁଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ବନକର୍ମଚାରୀ ଆହତ ହୋଇଛନ୍ତି। କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜର ବନପାଳ ବିଶ୍ୱଜିତ ମହାନ୍ତଙ୍କ ସମେତ କିଛି ବନ କର୍ମଚାରୀ ସାତକୋଶିଆ ସଂରକ୍ଷିତ…

କେନାଲରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

କେନାଲରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ଜନ୍ମପରେ କେହି ନାଳରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲାରେ। ନାଲକୋ ଥାନା ଅନ୍ତର୍ଗତ ହଟିଙ୍ଗ ନିକଟ କେନାଲରେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ…

ଦୁର୍ମୂଲ୍ୟ ରତ୍ନ ପିନ୍ଧିଛନ୍ତି ଭଗବାନ ରାମଲଲ୍ଲା

ଅଯୋଧ୍ୟା: ଭଗବାନ ରାମଲଲ୍ଲା ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ଶେଷ ହୋଇଛି। ସାମ୍ନାକୁ ଆସିଛି ଭଗବାନ ରାମଙ୍କର ଆକର୍ଷଣୀୟ ବିଗ୍ରହ। ଭଗବାନ ରାମଙ୍କ ମୂର୍ତ୍ତିକୁ ଅତ୍ୟନ୍ତ ଆକର୍ଷଣୀୟ ଅଳଙ୍କାରରେ ସଜାଯାଇଛି । ଆସନ୍ତୁ ଜାଣିବା ଏହି ଅଳଙ୍କାର ତିଆରିରେ କେଉଁ ରତ୍ନପଥର ବ୍ୟବହାର କରାଯାଇଛି…

ହତ୍ୟା ଘଟଣାରେ ଦୋଷୀକୁ ଆଜୀବନ ଦଣ୍ଡାଦେଶ ଦେଲେ କୋର୍ଟ

ବାଲେଶ୍ୱର : ଏକ ହତ୍ୟା ଘଟଣାରେ ଦୋଷୀକୁ ଆଜୀବନ କାରାଦଣ୍ଡ ସହ 20 ହଜାର ଟଙ୍କା ଜୋରିମାନା ଦେଲେ କୋର୍ଟ । ଅନାଦେୟ ଅଧିକ 6 ମାସ ଜେଲ ଦଣ୍ଡ । 19 ଜଣ ସାକ୍ଷୀଙ୍କ ବୟନକୁ ଭିତ୍ତିକରି ଦଣ୍ଡ ଶୁଣାଇଛନ୍ତି…