2024

ସମୟର କାଳଚକ୍ରରେ ଆଜିର ଦିନ କାଳ କାଳ ପାଇଁ ସାକ୍ଷୀ ହୋଇ ରହିବ : ପ୍ରଧାନମନ୍ତ୍ରୀ

ଶହ ଶହ ବର୍ଷ ଅପେକ୍ଷାରେ ଅନ୍ତ ଘଟିଲା। ଜନ୍ମଭୂମିରେ ବିରାଜିଲେ ପ୍ରଭୁ ଶ୍ରୀରାମ। କେବଳ ଅଯୋଧ୍ୟା ନୁହେଁ ସମଗ୍ର ଭାରତ ବର୍ଷ ଆଜି ରାମମୟ ହୋଇଯାଇଛି। ମୁଖ୍ୟ ଯଜମାନ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁଙ୍କ ପ୍ରାଣ ପତିଷ୍ଠା କରାଇଛନ୍ତି। ଏହାପରେ…

ଭର୍ଚ୍ଚୁଆଲ ମାଧ୍ୟମରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମନ୍ଦିରରେ ବିଜେ କରିଛନ୍ତି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ସମସ୍ତ ରିତିନୀତି ଓ ପୂଜା ବିଧାନ ସହ ଶେଷ ହେଲା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ । ଆଜି ପୂର୍ଣ୍ଣ ହେଲା କୋଟି କୋଟି ଭକ୍ତଙ୍କ ମନୋକାମନା ।…

ରୋକି ପାରିଲେନି କୋହ, କାନ୍ଦି ପକାଇଲେ ଉମା ଭାରତୀ ଓ ସାଧ୍ୱୀ ଋତମ୍ଭରା

ଅଯୋଧ୍ୟା ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହର ସମ୍ପନ୍ନ ହୋଇଛି। ରାମମୟ ହୋଇଛି ପୂରା ଦେଶ। ଏହାରି ଭିତରେ ରାମମନ୍ଦିର ଆନ୍ଦୋଳନରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଜେପି ନେତ୍ରୀ ଉମା ଭାରତ ଓ ସାଧ୍ୱୀ ଋତମ୍ଭରା ନିଜ…

ମର୍ମନ୍ତୁଦ ଦୁର୍ଘଟଣା, ଆଖିବୁଜିଲେ ଦମ୍ପତି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଆଖିବୁଜିଲେ ଦମ୍ପତି । ମୃତ ଦମ୍ପତି ହେଲେ ଆୟତପୁର ଗାଁର ବାବୁଲା ପ୍ରଧାନ ଓ ବାଟୁରୀ ପ୍ରଧାନ । ଆଜି ସକାଳେ ଉଭୟ ବାଇକରେ…

ବିଜେପିରେ ମିଶିଲେ ପଶ୍ଚିମ ଓଡ଼ିଶା ନେତା ମଧୂସୁଦନ ଶର୍ମା

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଯୁବନେତା ମଧୂସୁଦନ ଶର୍ମା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। କେବଳ ଇସ୍ତଫା ଦେଇନାହାନ୍ତି ବରଂ ବିଜେପିରେ ନିଜ ଦଳବଳ ସହିତ ବିଜେପିରେ ଯୋଗ ଦେଇଛନ୍ତି। ସେପଟେ ବିଜେପିରେ ଯୋଗ ଦେଇଥିବା ଏହି ନେତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ…

ଓଲଟିଲା ଗୋରୁ ବୋଝେଇ କଣ୍ଟେନର; ୨୦ ଗୋରୁ ମୃତ

ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟିଲା ଗୋରୁ ବୋଝେଇ କଣ୍ଟେନର। ଦୁର୍ଘଟଣାରେ ୨୦ରୁ ଅଧିକ ଗୋରୁଙ୍କର ମୃତ୍ୟୁ ଘଟିଛି। ବୁର୍ଡ଼l – ସୋନପୁର ରାସ୍ତାର ବିଶିମୁଣ୍ଡା ଛକରେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ପଶ୍ଚିମବଙ୍ଗ ନମ୍ବର ଥିବା ଏକ କଣ୍ଟେନରରେ ଶତାଧିକ…

ବିରାଜିଲେ ରାମଲଲା

ଅଯୋଧ୍ୟା: ବିରାଜିଲେ ରାମଲଲା। ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗର୍ଭଗୃହରେ ସୁନା…

ପୁଅର ଟାଙ୍ଗିଆ ଚୋଟରେ ବାପା ଆହତ

ଗଞ୍ଜାମ: ପୁଅର ଟାଙ୍ଗିଆ ଚୋଟରେ ବାପା ଆହତ । ଆକ୍ରମଣ ସମୟରେ ପ୍ରତିଆକ୍ରମଣର ଶିକାର ହୋଇ ପୁଅ ମଧ୍ୟ ଆହତ ହୋଇଛି । ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଅତରଙ୍ଗ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା ।…

ରାମ ମନ୍ଦିର ଉଦ୍‌ଘାଟନ: ପ୍ରଭୁ ରାମଙ୍କ ଫଟୋରେ ଉଦ୍‌ଭାସିତ ହେଉଛି ନ୍ୟୁୟର୍କର ଟାଇମ୍‌ସ୍‌ ସ୍କୋୟାର୍‌

ନୂଆଦିଲ୍ଲୀ: ଅଯୋଧ୍ୟାରେ ନବନିର୍ମିତ ରାମ ମନ୍ଦିରରେ ରାମ ଲଲ୍ଲା ବିଗ୍ରହଙ୍କର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଭାରତୀୟ ବଂଶୋଦ୍ଭବମାନେ ନ୍ୟୁୟର୍କର ଟାଇମ୍‌ସ୍‌ ସ୍କୋୟାର୍‌ରେ ପ୍ରଭୁ ରାମଙ୍କର ଫଟୋ ପ୍ରଦର୍ଶନ କରି ଆଖିଦୃଶିଆ ଉତ୍ସବ ପାଳନ କରିଛନ୍ତି। ଉତ୍ସବ ପାଳନ ବେଳର ଫଟୋ ଓ…

ରାସ୍ତା ଉପରେ ବସିଲେ ରାହୁଲ, ଗାଇଲେ- ରଘୁପତି ରାଘବ ରାଜାରାମ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ମନ୍ଦିର ପ୍ରବେଶ ଉପରେ ଲାଗିଲା ରୋକ୍‌। ମନ୍ଦିର ଭିତରକୁ ତାଙ୍କ ପ୍ରବେଶ ବାରଣ ହୋଇଛି। ମନ୍ଦିର ଭିତରକୁ ତାଙ୍କୁ ଛଡ଼ା ନ ଯିବାରେ ସେ ରାସ୍ତାରେ ଉପରେ ଧାରଣାରେ ବସିଛନ୍ତି। ରାସ୍ତା ଉପରେ ବସି ସେ…