ଶୀତ ବଢାଉଛି କୋହଲା ପାଗ
ଭୁବନେଶ୍ଵର: ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱର ରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଦକ୍ଷିଣ ଉପକୂଳ ଓଡିଶା…
ଭୁବନେଶ୍ଵର: ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱର ରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଦକ୍ଷିଣ ଉପକୂଳ ଓଡିଶା…
ଭୁବନେଶ୍ୱର : ପ୍ରଭୁ ଶ୍ରୀରାମଙ୍କର ପ୍ରାଣ ପ୍ରତିଷ୍ଠା ପୂର୍ବରୁ କେବଳ ଅଯୋଧ୍ୟା ନୁହେଁ ଦେଶର କୋଣ ଅନୁକୋଣ ଗଗନପବନ ରାମ ଭକ୍ତିରସରେ ଝଙ୍କୃତ ହେଉଛି । ଦେଶର ବିଭିନ୍ନ ସ୍ଥାନରେ ବି ପାର୍ବଣର ମାହୋଲ । ଓଡିଶାର ବିଭିନ୍ନ ସ୍ଥାନରେ ଥିବା…
ଭୁବନେଶ୍ବର: IMS ଓ SUM ହସ୍ପିଟାଲର ଫୁଲନଖରା କ୍ୟାମ୍ପସକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। SOAର ପ୍ରତିଷ୍ଠାତା ମନୋଜ ରଞ୍ଜନ ନାୟକ ଏହି ଅବସରରେ ଉପସ୍ଥିତ ଥିଲେ।…
ଶିକ୍ଷକ ନିଯୁକ୍ତି ଅନିୟମିତା ନେଇ ରାଜ୍ୟ ରାନୀତିରେ ଚାଲିଛି ବାକ୍ ଯୁଦ୍ଧ। ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଥିଲେ। ଆଜି କେନ୍ଦ୍ର ମନ୍ତ୍ରୀଙ୍କ ‘ମହାଲମାଣ୍ଡା’ ମନ୍ତବ୍ୟକୁ…
ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ଏବେ ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଉତ୍ତରପୂର୍ବ ଭାରତ ଗସ୍ତରେ ଥିବାବେଳେ ମଣିପୁରରୁ ଆରମ୍ଭ ହୋଇଥିବା ତାଙ୍କ ନ୍ୟାୟ ଯାତ୍ରା ଆସାମରେ ପହଞ୍ଚିବା ପରେ ସେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଉପରେ କଡ଼ା ଆକ୍ରମଣ କରିଥିଲେ। କଂଗ୍ରେସରୁ…
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ହୋଇଥିବା ରାମମନ୍ଦିରର ପ୍ରାଣପ୍ରତିଷ୍ଠା ପାଇଁ ଚାରିଆଡେ ଉତ୍ସବମୁଖର ଥିବା ଦେଖିବାକୁ ମିଳୁଛି। ଏହି ଉତ୍ସବ ସମୟରେ ଲୋକଙ୍କୁ ସତର୍କ ରହିବାକୁ ସରକାର ଚେତବାନୀ ଦେଇଛନ୍ତି। କାରଣ ଏଭଳି ସମୟରେ ସାଇବର ଅପରାଧୀ ସକ୍ରିୟ ହୋଇଯାଇଛନ୍ତି, ତେଣୁ ଲୋକେ…
ପାହାଡ଼ ଉପରେ ନିର୍ମାଣ କରାଯାଇଛି ଭବ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର। ସେହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଟ୍ରାକ୍ଟରରେ ଯାଇଥିଲେ ଶ୍ରଦ୍ଧାଳୁ। ହେଲେ ପାହାଡ଼ ଉପରକୁ ଯାଇଥିବା ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟି ପଡ଼ିଥିଲା। ଫଳରେ ୧୫ରୁ ଅଧିକ ଶ୍ରଦ୍ଧାଳୁ…
ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ମାନ୍ୟବର ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ । ଏହି ପରିପେକ୍ଷିରେ ଭୁବନେଶ୍ୱରରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଶ୍ରୀ ଖଡ଼ଗେ ଙ୍କ ସମ୍ବୋଧିତ…
୧୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ। ଏହି ଅଭିଯୋଗରେ ଜଣକୁ ଗିରଫ କରିଛି। ଏପରି ଅଭିଯୋଗ ନବରଙ୍ଗପୁରରୁ ଆସିଛି। ସପ୍ତାହ ଭିତରେ ଏହା ହେଉଛି ଦ୍ୱିତୀୟ ଘଟଣା। ଯାହାକୁ ନେଇ ପରିବେଶବିତଙ୍କ ମଧ୍ୟରେ ଉଦ୍ବେଗ…
ପୁରୀ: ଶ୍ରୀକ୍ଷେତ୍ରରେ ନଗର ପରିକ୍ରମା କଲା ରାମରଥ । ଜୟ ଶ୍ରୀରାମ ଧ୍ୱନୀରେ କମ୍ପିଲା ବଡଦାଣ୍ଡ । ଆସନ୍ତାକାଲି ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ରହିଥିବା ବେଳେ ସାରା ଦେଶ ଏବେ ରାମମୟ ହୋଇଛି । ଦେଶର ବିଭିନ୍ନ ସ୍ଥାନରେ…