2024

କଂଗ୍ରେସ ଯାତ୍ରାରେ ଶୁଭିଲା ‘ମୋଦି’ ନାରା, ରାହୁଲ ଦେଲେ ଫ୍ଲାଇଂ କିସ୍‌

ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଜାରି ରହିକି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା। ମଣିପୁରରୁ ବାହାରି ଏହି ଯାତ୍ରା ଏବେ ଆସାମରେ ପହଞ୍ଚି। ଆସାମରେ ଏହି ଯାତ୍ରାର ଆଜି ଚତୁର୍ଥ ଦିନ। ତେବେ କଂଗ୍ରେସର ଏହି ଯାତ୍ରା ବେଳେ ‘ମୋଦି ମୋଦି’…

ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଗରିବଙ୍କ ଦୁଃଖ ବୁଝିଲେ ରାଜ୍ୟପାଳ ରଘୁବର ଦାସ

ଯାଜପୁର: ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ । ଯାଜପୁର ଜିଲ୍ଲା ଗସ୍ତରେ ଆସି ଦଶରଥପୁର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଭେଟିଛନ୍ତି । ପ୍ରଥମେ ଖଣ୍ଡରା ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ସେଠାରେ…

ପୁଣି ଭାରତ ଯୋଡୋ ନ୍ୟାୟ ଯାତ୍ରା ବେଳେ ଆକ୍ରମଣ, କଂଗ୍ରେସ ନେତାଙ୍କ ଗାଡ଼ି ଭଙ୍ଗିଲେ

ପୁଣି ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ଆକ୍ରମଣ। କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ଆସାମରେ ପୁଣି ଥରେ ବିଜେପି ସମର୍ଥକମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆସାମର ଜମୁଗୁରିଘାଟରେ…

ସାଧାରଣତନ୍ତ୍ର ଦିବସ ୨୦୨୪: କିଏ କେଉଁଠି କରିବେ ଜାତୀୟ ପତାକା ଉତ୍ତୋଳନ

ଭୁବନେଶ୍ଵର: ଆଉ ମାତ୍ର ୪ ଦିନ ପରେ ଦେଶ ପାଳିବ ୭୫ତମ ସାଧାରଣତନ୍ତ୍ର ଦିବସ । ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ । ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭…

ଫେବୃଆରୀ ୧୮ରୁ ‘ମିସ୍ ୱାର୍ଲ୍ଡ’ ପ୍ରତିଯୋଗିତା, ୨୮ ବର୍ଷ ପରେ ଭାରତ କରୁଛି ଆୟୋଜନ

ଦୀର୍ଘ ୨୮ ବର୍ଷର ବ୍ୟବଧାନ ପରେ ମିସ୍ ୱାର୍ଲ୍ଡ ଆୟୋଜନ କରିବାକୁ ଯାଉଛି ଭାରତ। ୭୧ତମ ମିସ୍ ୱାର୍ଲ୍ଡ ପ୍ରତିଯୋଗିତାକୁ ଭାରତ ଆୟୋଜନ କରିବାକୁ ଯାଉଛି। ରାଜଧାନୀ ଦିଲ୍ଲୀ ଏବଂ ବାଣିଜ୍ୟ ନଗରୀ ମୁମ୍ବାଇରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଶେଷ…

ଟ୍ରକ୍ ଧକ୍କାରେ ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ

ଭଦ୍ରକ: ଭଦ୍ରକରେ ଝିପିଝିପି ବର୍ଷା ସହ କୋହଲା ପାଗ ଲାଗି ରହିଥିବା ବେଳେ ୧୬ନମ୍ୱର ଜାତୀୟ ରାଜପଥ ରାଣିତାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକକୁ ପିଟିଲା ଟ୍ରକ। ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ । ସୂଚନା ଅନୁସାରେ,…

ମହାକାଶରୁ କିଭଳି ଦିଶୁଛି ରାମମନ୍ଦିର? ଇସ୍ରୋ ଜାରି କଲା ଫଟୋ

ରାତି ପାହିଲେ ଉଦ୍‌ଘାଟନ ହେବ ଅଯୋଧ୍ୟାର ରାମ ମନ୍ଦିର। ମନ୍ଦିରରେ ରାମ ଲଲାଙ୍କ ହେବ ପ୍ରାଣ ପ୍ରତିଷ୍ଠା। ଏଥିପାଇଁ ଚାରିଆଡେ ଜୋରସୋର୍‌ରେ ପ୍ରସ୍ତୁତି ଚାଲିଛି। ରାମମୟ ହୋଇଯାଇଛି ପୂରା ଅଯୋଧ୍ୟା ନଗରୀ। ଚାରିଆଡେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ ହୋଇଛି। ଭବ୍ୟ…

ପୋଲିସ ପଦକ ଘୋଷଣା, ୨ ଆଇଜିଙ୍କ ସମେତ ୨୦ ପୁଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ

ଭୁବନେଶ୍ଵର: ୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ମୋଟ ୨୦ ଜଣ ପୋଲିସ୍ କର୍ମଚାରୀଙ୍କୁ ପ୍ରଦାନ କରାଯିବ ରାଜ୍ୟପାଳ ପଦକ। ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ…

ତାମିଲନାଡୁରେ ହେବନାହିଁ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମର ସିଧାପ୍ରସାରଣ! ଜୋରଦାର ବର୍ଷିଲେ ସୀତାରମଣ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାମିଲନାଡୁର ଷ୍ଟାଲିନ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ତାମିଲନାଡୁ ସରକାର ଜାନୁୟାରୀ ୨୨ ରେ ହେବାକୁ ଥିବା ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ତାମିଲ…

ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ଗଠନ

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ ସମୟ । ସେଥିପାଇଁ ସବୁ ଦଳ ଏବେ ସଜବାଜ ହେଉଛନ୍ତି । ଜାନୁୟାରୀ ୨୩, ୨୦୨୪ ଏବଂ ଜାନୁୟାରୀ ୨୫, ୨୦୨୪ ରେ ଭୁବନେଶ୍ୱରରେ ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ…