2024

ଯୌତୁକ ପାଇଁ ବଧୂହତ୍ୟା, ଶାଶୁଘର ଲୋକେ ଫେରାର

ସାତ ଜନମର ସାଥୀ ହେବା ପାଇଁ କେତେ ଆଶା ନେଇ ଆସିଥିଲେ ଗୀତା! ହେଲେ ସାତ ଜନମ କଣ, ଏଇ ଜନ୍ମରେ ସାଥ୍‌ ଦେଇପାରିଲାନି ଜୀବନ ସାଥୀ। ଯୌତୁକ ପାଇଁ ପତ୍ନୀକୁ ମାରିଦେଲା! ଅଳତା ଲିଭିବା ଆଗରୁ ଗାଁ ଶ୍ମଶାନରେ ଜଳିଲା…

ଶାମ୍ୱ ଦଶମୀରେ ଅର୍କ କ୍ଷେତ୍ରରେ ବୁଲିଲା ସୂର୍ଯ୍ୟ ରଥ

କୋଣାର୍କ : ଆଜି ହେଉଛି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ହୋଇଛି ସୂର୍ଯ୍ୟ ପୂଜା। ମହିଳାମାନେ ନିଜ ପରିବାରକୁ ବ୍ୟାଧି ମୁକ୍ତ ରଖିବା ପାଇଁ ସକାଳେ ସୂର୍ଯ୍ୟ, ମଧ୍ୟାହ୍ନ ସୂର୍ଯ୍ୟ ଓ ଅପରାହ୍ନ ସୂର୍ଯ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ପୂଜା କରିଛନ୍ତି।…

କ୍ରିପ୍ଟୋ କରେନ୍ସି କାରବାର ନାଁରେ ନୀରିହ ଲୋକଙ୍କ ଭବିଷ୍ୟତ ସହ ଖେଳିଥିବା ପ୍ରଶାନ୍ତଙ୍କ ସହ ୭ ଗିରଫ

ବଲାଙ୍ଗୀର : ପ୍ରଶାନ୍ତ ମେହେର 12th ଫେଲ୍‌ ! କିନ୍ତୁ କ୍ରିପ୍ଟୋ କରେନ୍ସି କାରବାର ନାଁରେ ନୀରିହ ଲୋକଙ୍କ ଭବିଷ୍ୟତ ସହ କରୁଥିଲା ଖେଳ। ଆଉ ଲୋଭ ଦେଖାଇ ଲୁଟି ନେଇଥିଲା ୧୦ କୋଟିରୁ ଅଧିକ ଟଙ୍କା। ସେହି ଟଙ୍କାରେ ନାମୀଦାମୀ…

ଆଗାମୀ ତିନି ଦିନ ପଡ଼ିବ ଘନ କୁହୁଡ଼ି, ୨୬ ଯାଏଁ ଅଛି ବର୍ଷା

ଭୁବନେଶ୍ବର : ଆଗାମୀ ତିନି ଦିନ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ଆଗାମୀ ୬ ଦିନ ଯାଏ ଅର୍ଥାତ୍ ୨୬…

ବାପାଙ୍କ ପରେ ‘ଜଙ୍ଘା ବଡ଼ଦେଓ’ଙ୍କୁ କାନ୍ଧେଇଲେ ବିଧାୟିକା ଦୀପାଳି ଦାସ

ଝାରସୁଗୁଡ଼ା : ବାପା ସ୍ୱର୍ଗତ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ‘ଜଙ୍ଘା ବଡ଼ଦେଓ’ଙ୍କୁ ପୂଜା କରିଛନ୍ତି ବିଜେଡି ବିଧାୟିକା ଦୀପାଳି ଦାସ। ସେ ଖାଲି ପୂଜା କରିନାହାନ୍ତି, ‘ଜଙ୍ଘା ବଡ଼ଦେଓ’ଙ୍କୁ କାନ୍ଧେଇ ନୃତ୍ୟ ପରିବେଷଣ କରିଛନ୍ତି। ବାପାଙ୍କ କଥା ମନେ…

ଆରପାରିରେ ପୂର୍ବତନ ସାଂସଦ ଅନାଦି ଚରଣ ସାହୁ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅନାଦି ଚରଣ ସାହୁ | ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ ଅନାଦି | କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ…

ଜାନୁଆରୀ ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଖଡଗେଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃ୍ଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିଛି । କଂଗ୍ରେସ ସଭାପତି…

ବିଭିନ୍ନ ଯୋଜନାରେ ନାଗରିକଙ୍କୁ ଋଣ ପ୍ରଦାନ କରାଯାଇ ସଶକ୍ତ ଓ ସ୍ୱାବଲମ୍ବୀ କରାଯାଉଛି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର/ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ସମ୍ବଲପୁର ଗସ୍ତ କରିଛନ୍ତି। ଏହି ଗସ୍ତ କାଳରେ ସେ ଋଣ ସମ୍ପ୍ରସାରଣ ମେଳାରେ ଯୋଗ ଦେଇଛନ୍ତି। ଏହି ଅବସରରେ ‌କେନ୍ଦ୍ରମନ୍ତ୍ରୀ ୭୦,୭୬୯ ଜଣ ଗ୍ରାହକଙ୍କୁ ୨୨୮୯ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି।…

୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪୬୦୦ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪ ହଜାର ୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପ୍ରକଳ୍ପ ଦ୍ୱାରା ଚାଷୀମାନେ ବହୁଳ ଭାବେ…

ଭୁବନେଶ୍ବରରେ ଅତ୍ୟାଧୁନିକ ଆୟୁଷ ଦୀକ୍ଷା କେନ୍ଦ୍ରର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ଆୟୁଷ ଏବଂ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଆଜି ଭୁବନେଶ୍ୱରରେ ଭବିଷ୍ୟତର ଆୟୁଷ ପେସାଦାରଙ୍କ ମାନବ ସମ୍ବଳ ବିକାଶ ପାଇଁ ପ୍ରଥମ କେନ୍ଦ୍ର ‘ଆୟୁଷ ଦୀକ୍ଷା’ର ଶିଳାନ୍ୟାସ କରିଛନ୍ତି। ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ଆୟୁର୍ବେଦ…