ଅର୍ପଣ ରଥ ମାମଲା: ‘ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ’
ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି…
