ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର

ଭୁବନେଶ୍ୱର  : କଲବଲ କରୁଛି ଗୁଡ଼ି ସୂତା । ପୁଣି ବଡ଼ ଅଘଟଣ । ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର। ଗୁରୁତର ଶିଶୁକୁ ପ୍ରଥମେ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।…

ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍‌

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍‌ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି। ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ…

ସପରିବାର କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ

ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ…

ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣର ମିଳିତ ତଦନ୍ତ କରିବେ ସିବିଆଇ ଓ ଏସଆଇଟି

କୋଲକାତା: ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ହୋଇଥିବା ଆକ୍ରମଣ ମାମଲାରେ କାଲକାଟା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ମିଳିତ ତଦନ୍ତ ସିବିଆଇ ଓ ପୁଲିସର  ଏସଆଇଟି ଦ୍ୱାରା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଥାଶୀଘ୍ର ପଶ୍ଚିମବଙ୍ଗ ପୁଲିସର ଏସଆଇଟି ଟିମ୍…

ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନବୀନଙ୍କ ଆଖିରେ ଲୁହ। ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଜଗନ୍ନାଥ ଭାବ ପ୍ରେମରେ ନିମଗ୍ନ ହେବା ସହ ନବୀନଙ୍କ ଆଖି ଛଳ ଛଳ ହୋଇଥିଲା। ଆପେଆପେ ଲୁହରେ ଭିଜିଯାଇଥିଲା ଆଖି । ମୁଖ୍ୟମନ୍ତ୍ରୀ ଭକ୍ତି…

ଭାରତ ଏକ ଅସାଧାରଣ ସଫଳତାର କାହାଣୀ: ଆମେରିକା ବୈଦେଶିକ ସଚିବ ବ୍ଲିଙ୍କେନ୍‌

ଡାଭୋସ୍‌: ଭାରତକୁ ଏକ ଅସାଧାରଣ ସଫଳତାର କାହାଣୀ ବୋଲି ବର୍ଣ୍ଣନା କରି ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ବୁଧବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଏବଂ କାର୍ଯ୍ୟକ୍ରମ ଭାରତବାସୀଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ସାବ୍ୟସ୍ତ ହୋଇଛି। ବିଶ୍ୱ ଅର୍ଥନୈତିକ…

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି । ଫେବ୍ରୁଆରି ୧ ଯାଏଁ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ…

ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ

ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ ପରେ ବିବାଦ ସୃଷ୍ଟି ହୋଇଥିଲା। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀର…

ବରୁଣେଶ୍ୱର ମହୋତ୍ସବ ଉଦଘାଟିତ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ଯାଜପୁର  : ଯାଜପୁର ବିଂଝାରପୁର ବ୍ଳକ ଅରେଇରେ ବରୁଣେଶ୍ୱର ମହୋତ୍ସବ କମିଟି ପକ୍ଷରୁ ବରୁଣେଶ୍ୱର ମହୋତ୍ସବ ଉଦଘାଟିତ ହୋଇଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଯୋଗ ଦେଇ ପଲିଶ୍ରୀ ମେଳାର ଉଦଘାଟନ କରିଥିଲେ। ଜିଲ୍ଲାପରିଷଦ ସଭ୍ୟ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱ କରିଥିଲେ। ଆୟୋଜିତ…

ସର୍ଜିକାଲ ଷ୍ଟ୍ରାଇକ୍ ପରେ ଖରାପ ହେଲା ପାକିସ୍ତାନ-ଇରାନ ସଂପର୍କ

ଇସ୍ଲାମାବାଦ: ପାକିସ୍ତାନ ଉପରେ ଇରାନର ସର୍ଜିକାଲ ଷ୍ଟ୍ରାଇକ୍ ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଇରାନରୁ ନିଜ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି ପାକିସ୍ତାନ। ଏହା ସହିତ ପାକିସ୍ତାନରେ ଅବସ୍ଥାପିତ ଇରାନୀ ରାଷ୍ଟ୍ରଦୂତଙ୍କୁ ବହିଷ୍କାର…