ଜଲିକଟ୍ଟୁ ବେଳେ ଅଘଟଣ, ୨ ପୁଲିସକର୍ମୀଙ୍କ ସମେତ ୪୫ ଆହତ

ବିବାଦୀୟ ଖେଳ ଜଲିକଟ୍ଟୁ ବେଳେ ଅଘଟଣ। ୨ ପୁଲିସ କର୍ମୀଙ୍କ ସମେତ ଆହତ ହେଲେ ୪୫ ଲୋକ। ତାମିଲନାଡୁର ଅବନିୟାପୁରରେ ଘଟିଛି ଏଭଳି କିଛି ଘଟଣା। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲନାଡୁରେ ଏବେ ପୋଙ୍ଗଲ ଉତ୍ସବ ପାଳନ କରାଯାଉଛି।…

ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମକର ଚୌରାସି ବେଶ

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ସବୁଠି ଉତ୍ସବର ମାହୋଲ। ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପଘରୁ ଶ୍ରୀମନ୍ଦିର ଲେଉଟିଛନ୍ତି ମା ଲକ୍ଷ୍ମୀ ଠାକୁରାଣୀ। ସାଙ୍ଗରେ ଆଣିଛନ୍ତି ମକର ଚାଉଳ। ମଧ୍ଯାନ୍ନଧୂପରେ ଲାଗି ହେବ ମକରଚାଉଳ ପ୍ରସାଦ।…

ଜାନୁଆରି ୨୨ ଅପରାହ୍ଣ ୧୨.୨୦ରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା : ଚମ୍ପତ ରାୟ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ସୋମବାର ଘୋଷଣା କରିଛନ୍ତି ଯେ ଜାନୁଆରୀ ୨୨ ତାରିଖ ଅପରାହ୍ନ ୧୨ଟା ୨୦ରେ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରାୟ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ: ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ

ପୁରୀ: ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏନେଇ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର । ଅଙ୍କୁର ପୂଜନ ପରେ ଆଜିଠୁ ଆରମ୍ଭ ହେବ । ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ…

ଡିପ୍‌ ଫେକ୍‌ର ଶିକାର ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ୍‌

ଅଭିନେତ୍ରୀ ରଶ୍ମୀକା ମନ୍ଦନା, ପ୍ରିୟଙ୍କା ଚୋପ୍ରାଙ୍କ ପରେ ଏବେ ଡିପ୍‌ ଫେକ୍‌ର ଶିକାର ହେଲେ କ୍ରିକେଟର ଭଗବାନ ତଥା ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ଗେମିଂ ଆପ୍‌ 'ସ୍କାଏବର୍ଡ ଏଭିଏଟର୍‌ କ୍ୱେଷ୍ଟ'କୁ ସମର୍ଥନ କରୁଥିବାର ସଚିନଙ୍କ ଏକ ଭିଡିଓ ସୋଶାଲ ମିଡିଆରେ…

ଆସନ୍ତାକାଲି ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀସେତୁ

ପୁରୀ : ଲୋକାର୍ପଣ ହେବାକୁ ଯାଉଛି ଶ୍ରୀସେତୁ । ଆଜି ଟ୍ରାଇଲ ରନ । ରଙ୍ଗ ବେରଙ୍ଗ ଆଲୋକ ଓ ଚିତ୍ର ଅଙ୍କା ଯାଇ ଆକର୍ଷଣୀୟ ଦେଖା ଯାଉଛି ଶ୍ରୀସେତୁ । ରାତିରେ ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଲୋକଙ୍କ ସୁଅ ଛୁଟୁଛି…

ଅଯୋଧ୍ୟା ଯାଇ ରାମଲଲ୍ଲାଙ୍କ ଦର୍ଶନ କଲେ କଂଗ୍ରେସ ନେତା

ଅଯୋଧ୍ୟା : ଜାନୁଆରି ୨୨ ତାରିଖରେ ଅଯୋଧ୍ୟାରେ ହେବାକୁ ଥିବା ନବନିର୍ମିତ ରାମମନ୍ଦିରରେ ବିଗ୍ରହ ପ୍ରାଣପ୍ରତିଷ୍ଠା ସମାରୋହରେ ଯୋଗ ନ ଦେବାକୁ କଂଗ୍ରେସର ନିଷ୍ପତ୍ତିକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଥିବାବେଳେ ଦଳ ହିନ୍ଦୁ ଭୋଟ ହରାଇବାର ଆଶଙ୍କା କରୁଛି । ଏହାକୁ…

ବଲାଙ୍ଗୀର ରେଳ ଧାରଣରୁ ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଖୁଜେନପାଲି ରେଳ ଫାଟକ ନିକଟ ରେଳଧାରଣାରୁ ମୃତଦେହ ଠାବ । ମୃତକ ହେଲେ ବଲାଙ୍ଗୀର ବଣିକ ସଂଘର ସଭାପତି ତ୍ରିପୁରାରି ପାଣିଗ୍ରାହୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ରେଲଓ୍ବେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ବିମାନରେ କୋ-କ୍ୟାପ୍ଟେନଙ୍କୁ ଚାପୁଡା ମାରିଥିବା ଯୁବକ କ୍ଷମା ମାଗିଲେ

ଇଣ୍ଡିଗୋ ବିମାନରେ କୋ-କ୍ୟାପ୍ଟେନଙ୍କୁ ଚାପୁଡା ମାରିଥିବା ଯୁବକ କ୍ଷମା ମାଗିଲେ। ସେ ହାତ ଯୋଡି 'ସରି' କହୁଥିବା ଭିଡିଓରେ ଦେଖିବାକୁ ମିଳୁଛି।ବିମାନ ଉଡାଣ ବିଳମ୍ବ ହେବାରୁ ହଠାତ୍ ରାଗିଯାଇ କୋ-କ୍ୟାପ୍ଟେନଙ୍କ ଉପରକୁ ହାତ ଉଠାଇ ଦେଇଥିଲେ ସାହିଲ କଟାରିଆ। ପରେ ନିଜର…

କଟକ ରେଲୱେ ଷ୍ଟେସନରେ ବିକ୍ରି ହେଲା ମାଣିଆବନ୍ଧ ହସ୍ତତନ୍ତ୍ର

କଟକ : ପ୍ରତିଶ୍ରୁତି ଦେଇଥିଲେ, ପୂରଣ କଲେ । କଟକ ରେଲୱେ ଷ୍ଟେସନରେ ବିକ୍ରି ହେଲା ମାଣିଆବନ୍ଧ ହସ୍ତତନ୍ତ୍ର । ଗତ ସାତ ତାରିଖ ଦିନ କଟକ ଗସ୍ତ ଅବସରରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମାଣିଆବନ୍ଧର ବୁଣାକାରଙ୍କୁ ‘ ଗୋଟିଏ ଷ୍ଟେସନ୍- ଗୋଟିଏ…