ଜାନୀଆରୀ ୧୯ରେ ଶିକ୍ଷକ ଯୋଗ୍ୟତା ପରୀକ୍ଷା
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ଓଏସ୍ଏସ୍ଟିଇଟି) ଜାନୁଆରୀ ୧୯ରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ୪୭,୭୪୪ ପରୀକ୍ଷାର୍ଥୀଙ୍କ ନିମନ୍ତେ ୧୬୫ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ହୋଇଛି। ପୂର୍ବାହ୍ଣ ୯ଟାରୁ ୧୧ଟା…
