ରାଜ୍ୟରେ ନିର୍ବାଚନ କମିଟି ଗଢ଼ିଲା କଂଗ୍ରେସ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ନିର୍ବାଚନ କମିଟି ଘୋଷଣା ହୋଇଛି । କମିଟିର ଅଧ୍ୟକ୍ଷ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ରହିଥିବାବେଳେ ଦଳର ବରିଷ୍ଠ ନେତାମାନଙ୍କ ସମେତ ଯୁବ ଓ ମହିଳା ଚେହେରାଙ୍କୁ ବି ସ୍ଥାନ…

SI ଚୟନ ଅନିୟମିତତା ମାମଲାରେ ପୁଲିସ୍‌ ରିକ୍ରୁଟମେଣ୍ଟ ବୋର୍ଡ ଓ ରାଜ୍ୟ ସରକାରଙ୍କୁ ନୋଟିସ୍‌

ଓଡ଼ିଶା ପୁଲିସ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଚୟନ ପ୍ରକ୍ରିୟା ଅନିୟମିତତା ପ୍ରସଙ୍ଗରେ ରାଜ୍ୟ ସରକାର ଓ ଓଡ଼ିଶା ପୁଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ଼କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ। ଆବେଦନକାରୀ ସୁବାସ ସେନାପତିଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ଏହି ନୋଟିସ୍‌ ଜାରୀ କରିଛନ୍ତି। ଚୟନ…

ଠକ ଜ୍ୟୋତିଷକୁ ଗିରଫ କଲା ପୁଲିସ, ପୂର୍ବରୁ ରହିଛି ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ପାରିବାରିକ ସମସ୍ୟାର ସମାଧାନ କରିବା ଆଳରେ ଲକ୍ଷାଧିକ ଟଙ୍କା ଠକିଥିବା ଜଣେ ଜ୍ୟୋତିଷକୁ ଉଠାଇ ଆଣିଛି କମିସନରେଟ୍‌ ପୁଲିସ। ଗିରଫ ଜ୍ୟୋତିଷ ହେଉଛି ଭଦ୍ରକର ନୀଳାମ୍ବର ପାଣି। ତାକୁ ଉଠାଇ ଆଣିବା ପରେ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା…

ଘୋଷଣା କଲେ ସୁର; ମନ୍ମଥ ହେବେ ଜଟଣୀ ବିଧାୟକ ପ୍ରାର୍ଥୀ

ସୁର ରାଉତରାୟଙ୍କ ପରେ କିଏ ନେବ ଜଟଣୀର ଦାୟିତ୍ୱ? ସୁର ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ନେବେ ନା ତାଙ୍କ ସାନପୁଅ ମନ୍ମଥ ରାଉତରାୟ ନେବେ ତାକୁ ନେଇ ଚାଲିଥିଲା ଚର୍ଚ୍ଚା। ଆଜି ସେହି ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ସୁର।…

ଆତଙ୍କବାଦୀ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ଭୁଟ୍ଟବୀର ମୃତ୍ୟୁ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ସଲାମ ଭୁଟ୍ଟବୀର ହୃଦଘାତରେ ମୃତ୍ୟୁ ଘଟିଛି। ପାକିସ୍ତାନରେ ସରକାରୀ ହାଜତରେ ଥିବା ସମୟରେ ହୃଦଘାତରେ ତାର ମୃତ୍ୟୁ ହୋଇଥିବା ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି। ମିଳିତ ଜାତିସଂଘ…

ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ, ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତାର ୭୬ବର୍ଷ ପରେ ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ। ଏହା ସହିତ ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୁରଣ ହେବାକୁ ଯାଉଛି। ବାଲେଶ୍ୱରର ପୂର୍ବତନ ଜିଲ୍ଲା ମାଜିଷ୍ଟ୍ରେଟ୍ ତଥା ବର୍ତ୍ତମାନର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱାନୀ ବୈଷ୍ଣବ ଚଳିତ ମାସ…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ । ବିଜେଡି ବିରୋଧରେ ମାମଲା ଗ୍ରହଣ କଲେନାହିଁ ଦିଲ୍ଲୀ ହାଇକୋର୍ଟ। ସରକାରୀ ଯୋଜନା ପ୍ରୋମୋରେ BJDର ଶଙ୍ଖ ଚିହ୍ନ ବ୍ୟବହାର ନେଇ ବିଜେଡି ବିରୋଧରେ ଅଭିଯୋଗ ହୋଇଥିଲା । ବିଜେପି ନେତା ଯତିନ…

ଭାରତର ଦୀର୍ଘତମ ସମୁଦ୍ର ସେତୁ ଲୋକାର୍ପିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ହେଉଛି ଦେଶର ଦୀର୍ଘତମ ସମୁଦ୍ର ସେତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାଁରେ ଏହାକୁ ନାମିତ କରାଯାଇଛି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି। ଏହି ସେତୁର…

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ…