ମନ୍ଦିରରେ ବସି ଭକ୍ତିରେ ’ଝାଞ୍ଜ’ ବଜାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଗସ୍ତରେ ଅଛନ୍ତି। ନାସିକରେ ଏକ ରୋଡ୍ ସୋ’ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ରାମ କଥା କୁଣ୍ଡ ଏବଂ କଳା ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ…
