ରାମ ମନ୍ଦିର ‘ପ୍ରାଣ ପ୍ରତିଷ୍ଠା’ ଆଗରୁ ୧୧ଦିନିଆ ‘ଅନୁଷ୍ଠାନ’ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଜାନୁଆରି ୨୨ରେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଆଗରୁ ୧୧ଦିନିଆ ‘ଅନୁଷ୍ଠାନ’ ବା ଦେବାରଧନାଦି କର୍ମ କରିବେ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ‘ଏକ୍ସ୍‌’ରେ ସେୟାର୍‌ କରିଥିବା ‘ୟୁଟ୍ୟୁବ୍‌’ ଅଡିଓ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ…

ଭାରସାମ୍ୟ ହରାଇ ଓଲଟିଲା କାର: ଜଣେ ମୃତ

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ହସନପୁର ଟୋଲ୍‌ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା କାର । ଜଣେ ମୃତ ଜଣେ ଗୁରୁତର। ମୃତ ବ୍ୟକ୍ତି ଜଣଙ୍କ ଘଟଗାଁ ଅଞ୍ଚଳର ଅଜୟ ସାହୁ ବୋଲି ଜଣାଯାଇଛି…

ନିର୍ବାଚନ ଇସ୍ତାହାରରେ ବିଏସ୍‌କଓ୍ବୋଇ ବନ୍ଦ କରିବେ ବୋଲି ଲେଖନ୍ତୁ

ଭୁବନେଶ୍ୱର : ରାଜ୍ୟର ସବୁଠୁ ବଡ଼ ଯୋଜନା ବିଏସ୍‌କେୱାଇକୁ ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଉଠାଇଥିବା ପ୍ରଶ୍ନର ଜବାବ ଦେଇଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଜିଲାର ରଣପୁରଠାରେ ବୁଧବାର ଆୟୋଜିତ ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ…

ଜାଲ୍‌ ଦସ୍ତଖତରେ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଜବାବ ତଲବ

କଟକ  : କେନ୍ଦ୍ରାପଡ଼ା ପୂର୍ବତନ ଅତିରିକ୍ତ ଜିଲାପାଳ ତଥା ପଟ୍ଟାମୁଣ୍ଡାଇ ମହିଳା ମହାବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ସଭାପତିଙ୍କ ଜାଲ୍‌ ଦସ୍ତଖତ କରି ମହାବିଦ୍ୟାଳୟରେ ୪୮ ଜଣକୁ ନିଯୁକ୍ତି ଘଟଣାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଗୁରୁବାର ଜବାବ ତଲବ କରିଛନ୍ତି। ପଟ୍ଟାମୁଣ୍ଡାଇ…

କୁହୁଡି ବହୁ ମାତ୍ରରେ ସଡକ ଦୁର୍ଘଟଣା ହେବାର ଆଶଙ୍କା, ପରାମର୍ଶ ଜାରି କଲା ପରିବହନ ବିଭାଗ

ଭୁବନେଶ୍ୱର,୧୧।୧: ରାଜ୍ୟରେ ଆଜିକାଲି ଘନ କୁହୁଡି ହେଉଥିବାରୁ ରାସ୍ତାରେ ବହୁ ମାତ୍ରରେ ସଡକ ଦୁର୍ଘଟଣା ହେବାର ଆଶଙ୍କା ରହି ଅଛି ଘନ କୁହୁଡି ସମୟରେ ସଡ଼କ ବ୍ୟବହାରକାରୀମାନଙ୍କ ଦ୍ୱାରା ନିମ୍ନ ଦୃଶ୍ୟମାନତା ଓ ସମ୍ଭାବ୍ୟ ଦୁର୍ଘଟଣାର ସମସ୍ୟାକୁ ଏଡେଇବା ପାଇଁ ରାଜ୍ୟରେ…

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି ।…

ଭାରତ ଯୋଡ଼ ନ୍ୟାୟ ଯାତ୍ରା: ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

ଭୁବନେଶ୍ବର : ଓଡ଼ିଶାରେ ୪ ଦିନ ରହିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଲୋଗୋ ଉନ୍ମୋଚନ ଅବସରରେ ଏହା କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ରାଉତ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼…

ନିଜ ବେକ କାଟି ଦେଲେ ଗଣିତ ସାର୍‌; କାରଣ ଖୋଜୁଛି ପୁଲିସ୍‌

ରାଇଘର : ନିଜ ବେକ କାଟି ଦେଲେ ଗଣିତ ସାର୍‌। ସ୍କୁଲ ନଯାଇ ଭଡ଼ା ଘରେ ଏଭଳି କାଣ୍ଡ ଘଟାଇଛନ୍ତି ଗଣିତ ସାର୍। କେଉଁ କାରଣରୁ ସାର୍‌ ନିଜର ବେକ କାଟିଲେ, ତାହା ଜଣାପଡ଼ିନି। କାରଣ ଜାଣିବା ପାଇଁ ଛାନ୍‌ଭିନ୍‌ ଚଳାଇଛି…

ଡିଲ୍‌ ବେଳେ ୨ଟି ବାଘଛାଲ ଜବତ, ୭ ଜଣ ଗିରଫ

ନୂଆପଡ଼ା : ବାଘଛାଲ ଡିଲ୍ ବେଲେ ମାଡ଼ିବସିଲା ବନ ବିଭାଗ। ୨ଟି ବାଘଛାଲ ଜବତ କରିବା ସହ ୭ ଜଣଙ୍କୁ ଗିରଫ କଲା। ନୂଆପଡ଼ା ଜିଲ୍ଲା ଖଡ଼ିଆଳର ୨ଟି ପୃଥକ ପୃଥକ ସ୍ଥାନରୁ ଏହି ବାଘଛାଲ ଜବତ ହୋଇଛି। ସୂଚନା ଅନୁସାରେ…

୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟର ଶିକ୍ଷାର ବିକାଶ ପାଇଁ ୫ଟି ଅଧୀନରେ ଉଚ୍ଚବିଦ୍ୟାଳୟ ଗୁଡ଼ିକର ‌ରୂପାନ୍ତରିଣ କାମ ଜାରି ରଖିଛନ୍ତି। ଏହି କ୍ରମରେ ରାଜ୍ୟ ସରକାର ଆଜି ୪ର୍ଥ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୮୯ଟି ଉଚ୍ଚବିଦ୍ୟାଳୟର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ…