ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ଓହରିଲେ ପଙ୍କଜ ତ୍ରିପାଠୀ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ସ୍ୱେଚ୍ଛାକୃତ ଭାବେ ହଟି ଯାଇଛନ୍ତି ଅଭିନେତା ପଙ୍କଜ ତ୍ରିପାଠୀ। ଭାରତୀୟ ନିର୍ବାଚନ କମିଶନ (ECI)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ECIଙ୍କ ମୁଖପାତ୍ର ତାଙ୍କ ‘ଏକ୍ସ’ରେ ଏ ସଂପର୍କରେ ସୂଚନା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ଶୁଭ ସମୟ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ସମୟ। ୧୭ ତାରିଖ ଅପରାହ୍ନ ୧ଟା ୧୫ରୁ ସାଢ଼େ ଗୋଟାଏ ଭିତରେ ପ୍ରକଳ୍ପ ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପ ଉଦ୍‌ଘାଟନ କରିବେ। ୩ଟା ପରେ ଶ୍ରଦ୍ଧାଳୁମାନେ…

ସରକାରୀ ଘରେ ବିଡିଓଙ୍କ ଝୁଲନ୍ତା ମୃତଦେହ ଠାବ

ସିମୁଳିଆ : ସରକାରୀ ଘରୁ ମିଳିଛି ଜଣେ ବିଡିଓଙ୍କ ମୃତଦେହବ। ତାଙ୍କ ନାଁ ବିଶ୍ୱରଞ୍ଜନ ମହାନ୍ତି। ସେ ବାଲେଶ୍ୱର ଜିଲ୍ଲା ସିମୁଳିଆର ବିଡିଓ ଭାବେ ନିଯୁକ୍ତ ହୋଇଥିଲେ। ୫/୬ ମାସ ହେଲା ସେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଆଜି ଦିନ ୧୧ଟା ବେଳେ…

କୋଟିପତି ଏମଭିଆଇ ପଞ୍ଚାନନ ବେହେରା ଗିରଫ

ଭୁବନେଶ୍ୱର : କୋଟିପତି ଏମଭିଆଇ ଗିରଫ । ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ପାଖରେ ଆୟ ଠାରୁ ୨୯୩ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି । ତାଙ୍କର ଭୁବନେଶ୍ବରରେ…

ପରଲୋକରେ ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀ

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ…

ପ୍ରେମିକ ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ମୟୂରଭଞ୍ଜ: ପ୍ରେମିକ ଦିଅର ଆଗରେ ସ୍ୱାମୀ ହେଲା ତୁଚ୍ଛ । ସ୍ୱାମୀ ଏବଂ ପ୍ରେମିକ ଦିଅର ମଧ୍ୟରେ ଝଗଡା ହେବାରୁ ପ୍ରେମିକ ପକ୍ଷରେ ରହି ସ୍ୱାମୀକୁ କାଠ ଫାଳିଆରେ ବାଡେଇ ମାରିଲା ସ୍ତ୍ରୀ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଉଦଳା…

ଭୁବନେଶ୍ୱରରୁ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଲା EOW

ଭୁବନେଶ୍ୱର : ଚାକିରି ନାଁରେ ଠକେଇ। ୩ ଜଣ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଳା EOW। ଭୁବନେଶ୍ୱରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW। ହାଇଦ୍ରାବାଦର ୨ ଜଣ ଓ ବାଲେଶ୍ୱରର ଜଣେ ଗିରଫ। ଏମାନଙ୍କ ପାଖରୁ ଲ୍ୟାପଟପ୍, ୮ଟି ମୋବାଇଲ,…

ମାରୁତି ଦ୍ୱିତୀୟ ଉତ୍ପାଦନ କାରଖାନା ଗୁଜରାଟରେ ସ୍ଥାପନ କରିବ

ନୂଆଦିଲ୍ଲୀ: ମାରୁତି ସୁଜୁକି ଇଣ୍ଡିଆ ଗୁଜୁରାଟରେ ଏହାର ଦ୍ୱିତୀୟ ଉତ୍ପାଦନ କାରଖାନା ସ୍ଥାପନ ପାଇଁ ୩୫,୦୦୦ କୋଟି ଟଙ୍କା ନିବେଶ କରିବ ବୋଲି ସୁଜୁକି ମୋଟର କର୍ପୋରେସନର ସଭାପତି ତୋଶିହିରୋ ସୁଜୁକି ବୁଧବାର କହିଛନ୍ତି। ଗାନ୍ଧିନଗରରେ ଆୟୋଜିତ ଦଶମ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ୍‌…

ସେନା ବନାମ ସେନା: ଉଦ୍ଧବ ଠାକେରଙ୍କୁ ବଡ଼ ଝଟକା, ସିନ୍ଦେ ସରକାରର ବିଜୟ

ସୁପ୍ରିମକୋର୍ଟଙ୍କ ଛାଟ ପରେ ଶିବସେନା ବନାମ ଶିବସେନା ବିବାଦ ମଧ୍ୟରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମହାରାଷ୍ଟ୍ରର ବିଧାନସଭା ବାଚସ୍ପତି ରାହୁଲ ନାରୱେକର। ସେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ତାଙ୍କ ସହ ଥିବା ବିଧାୟକଙ୍କ ପଦ କାଏମ ରଖିଛନ୍ତି। ସିନ୍ଦେ ଗୋଷ୍ଠୀ…

ନବଜୋତ ସିଂ ସିଦ୍ଧୁଙ୍କ ରାଲିକୁ ନେଇ କଂଗ୍ରେସରେ ତୀବ୍ର ଅସନ୍ତୋଷ

ଚଣ୍ଡୀଗଡ଼: କଂଗ୍ରେସର ବରିଷ୍ଠ ନେତା ନବଜୋତ ସିଂ ସିଦ୍ଧୁଙ୍କ ଦ୍ୱାରା କରାଯାଉଥିବା ରାଲିକୁ ବିରୋଧ କରି ପଞ୍ଜାବ କଂଗ୍ରେସର ଅନେକ ନେତାଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି | ଆଉ ଏହାକୁ ନେଇ ଦଳର ନବନିଯୁକ୍ତ ପଞ୍ଜାବ ପ୍ରଭାରୀ ଦେବେନ୍ଦ୍ର ଯାଦବ କହିଛନ୍ତି…