ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ସୁନ୍ଦରଗଡ଼ : ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି: ଲାଲବାହିନୀ ଛାଡିଲେ ମହିଳା ମାଓବାଦୀ। ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ ଉଙ୍ଗି ମାଢ଼ୀ ଓରଫ ରୋଶନି। କାଙ୍ଗେର ଏରିଆ କମ୍ମିଟିର ସଦସ୍ୟ ଭାବେ ସେ ସକ୍ରିୟ କାର୍ଯ୍ୟ କରୁଥିଲେ । ତାଙ୍କୁ ଧରିବା ପାଇଁ ୧ ଲକ୍ଷ ଟଙ୍କାର…

ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ଆଉ ମାତ୍ର ସପ୍ତାହେ ବାକି । ବର୍ତ୍ତମାନ ସୁଦ୍ଧା ୯୯ ପ୍ରତିଶତ କାମ ସରିଗଲାଣି । ଆସନ୍ତାକାଲି ସୁଦ୍ଧା ଯାତ୍ରୀ ପରିକ୍ରମା କାମ ଶେଷ କରି ହସ୍ତାନ୍ତର କରିବ ଓବିସିସି । ଗତକାଲି ଗ୍ରାଉଣ୍ଡରେ…

ସାଂସଦ ଓ ବିଧାୟକଙ୍କ ବିରୋଧରେ ୪୨୩ ମାମଲା, ଖୋର୍ଦ୍ଧାରେ ସବୁଠାରୁ ଅଧିକ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ରାଜ୍ୟର ସାଂସଦ ଓ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା ନେଇ ଏକ ଚାଞ୍ଚଲ୍ୟକର ରିପୋର୍ଟ ସାମ୍ନାକୁ ଆସିଛି। ରାଜ୍ୟରେ ସାଂସଦ ଓ ବିଧାୟକଙ୍କ ବିରୋଧରେ ୪୨୩ ମାମଲା ଏବେ ବିଚାରାଧୀନ ଅଛି। ୩୦ଟି ଜିଲ୍ଲାର ସାଂସଦ ଏବଂ…

ହାଇଟେକ୍ ଟ୍ରାଜେଡି: ମୃତଦେହ ପରିବାରକୁ ହସ୍ତାନ୍ତର ପରେ ସରିଲା ଦିଲୀପଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ୍ ରେ ଏସି କମ୍ପ୍ରେସର ମରାମତି ବିସ୍ଫୋରଣ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ତୃତୀୟ ବ୍ୟକ୍ତିଙ୍କ ଡିଏନଏ ରିପୋର୍ଟ ଆସିବାପରେ ମୃତଦେହକୁ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏହାପରେ ଦିଲ୍ଲୀପଙ୍କର ଅନ୍ତିମ…

ପ୍ରେମିକାକୁ ଛୁରାମାଡ଼, ଗୁରୁତର ପ୍ରେମିକା ଏମ୍ସରେ ଭର୍ତ୍ତି

ଖୋର୍ଦ୍ଧା: ସ୍ଥାନୀୟ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଆଜି ଅପରାହ୍‌ଣରେ ଜଣେ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଛୁରାମାଡ଼ କରିଥିବା ବ୍ୟକ୍ତି ଜଣକ ଯୁବତୀଙ୍କ ପ୍ରେମିକ ବୋଲି କୁହାଯାଉଛି। ଛୁରାମାଡ଼ର ଶିକାର ହୋଇଥିବା ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ହାଇଟେକ୍‌ ଟ୍ରାଜେଡି: ଡିଏନ୍‌ଏ ରିପୋର୍ଟରୁ ସ୍ପଷ୍ଟ ହେଲା; ତୃତୀୟ ବ୍ୟକ୍ତି ଦିଲୀପ ସାମନ୍ତରାୟ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ହାଇଟେକ୍‌ ମେଡିକାଲ କଲେଜ୍‌ ଏବଂ ହସ୍‌ପିଟାଲରେ ଗତବର୍ଷ ଡିସେମ୍ବର ୨୯ ତାରିଖ ଦିନ ଘଟିଥିବା ବିସ୍ଫୋରଣରେ ମୃତ ତୃତୀୟ ବ୍ୟକ୍ତିଙ୍କର ଡିଏନ୍‌ଏ ରିପୋର୍ଟ ଆଜି ଆସିଛି। ଏହି ରିପୋର୍ଟ ଆସିଲା ପରେ ମୃତହେଦ ଦିଲୀପ ନା ଜ୍ୟୋତି…

୧୭ ବର୍ଷରେ ପାଦ ଥାପିଲା କମିଶନରେଟ ପୋଲିସ

୧୬ବର୍ଷ ପୁରି ୧୭ବର୍ଷରେ ପାଦ ଥାପିଲା କମିଶନରେଟ ପୋଲିସ । ଆଜି ସପ୍ତମ ବାଟାଲିୟନ ପଡ଼ିଆରେ ୧୬ ତମ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଉତ୍ସଵରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅପରାଧ ଦମନ…

ବ୍ରାଉନସୁଗାର ଜବତ; ମହିଳାଙ୍କ ସମେତ ୨ ଅଭିଯୁକ୍ତ ଗିରଫ

ଭଦ୍ରକ: ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ସୁଶ୍ରୀ ସଂଗୀତା ମହାନ୍ତିଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅମରଗଡ଼ିଆ ଗ୍ରାମ ନିକଟରେ ପାଟ୍ରୋଲିଂ ସମୟରେ…

ଉସ୍ତାଦ ରଶିଦ ଖାନଙ୍କ ପରଲୋକ

ସଙ୍ଗୀତ ସମ୍ରାଟ ଉସ୍ତାଦ ରଶିଦ ଖାନଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ସେ କ୍ୟାନସରରେ ପୀଡ଼ିତ ଥିଲେ। କୋଲକାତାର ପିଅରଲେସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ତାଙ୍କ ମୃତଦେହକୁ…