2024

୨୦୨୪ ଲୋକସଭା ନିର୍ବାଚନ ପାଇଁ ଜାନୁଆରି ୧୩ରେ ବିହାରରୁ ପ୍ରଚାର ଅଭିଯାନ ଆରମ୍ଭ କରିପାରନ୍ତି ମୋଦୀ

ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରି ୧୩ ତାରିଖରେ ବିହାରର ଚମ୍ପାରଣ ଜିଲ୍ଲା ବେତିଆ ସହରର ରମଣ ମଇଦାନରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଚାର ଅଭିଯାନ ଆରମ୍ଭ କରିପାରନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ…

କମିସନରେଟ ପୋଲିସର ପୋଷ୍ଟର ପ୍ଲାନ, ଲୁଟେରାଙ୍କୁ ଧରିବାକୁ ନୂଆ ଯୋଜନା

ଭୁବନେଶ୍ଵର: ଏଣିକି ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବା ହେବ ସହଜ । ସେଥିପାଇଁ କମିଶନରେଟ ପୋଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ତଥା କୁଖ୍ୟାତ ଲୁଟେରାଙ୍କୁ ଧରିବାକୁ ଲୋକଙ୍କ ସାହାଯ୍ୟ ଲୋଡିଛି…

ଟିଏମ୍‌ସି ନେତାଙ୍କୁ ଦିନ ଦ୍ୱିପହରେ ଗୁଳି କରି ହତ୍ୟା

ବିଚ୍‌ ରାସ୍ତାରେ ତୃଣମୂଳ କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା। ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲ୍ଲା ବହରାମପୁରରେ ରବିବାର ଦିନ ଦ୍ୱିପହରେ ଏହି ଗୁଳିକାଣ୍ଡ ଘଟିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି। ଲୋକସଭା ନିର୍ବାଚନ ପୂର୍ବରୁ ଜଣେ ସକ୍ରିୟ ଟିଏମ୍‌ସି…

ଏଟିଏମ ଲୁଟ୍ ଉଦ୍ୟମ ପଣ୍ଡ, ଧରାପଡିଲେ ଦୁଇ ଲୁଟେରା

କନ୍ଧମାଳ : ଏଟିଏମ (ATM) ଲୁଟ୍ ଉଦ୍ୟମ ପଣ୍ଡ । ଧରାପଡିଲେ ଦୁଇ ଲୁଟେରା । ଫୁଲବାଣୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ଏଟିଏମ୍ ଭାଙ୍ଗି ଲୁଟ ଉଦ୍ୟମ ବେଳେ ଦୁଇ ଲୁଟେରାଙ୍କୁ ଧରିଛି ପୋଲିସ୍ । ଉଭୟଙ୍କୁ ଅଟକ ରଖି…

ଆବଶ୍ୟକ ପଡ଼ିଲେ କଳ୍ପନା ସୋରେନ୍‌ ହେବେ ମୁଖ୍ୟମନ୍ତ୍ରୀ

ଇଡି ଜାଲରେ ଛନ୍ଦି ହୋଇଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ସେ ଇସ୍ତଫା ଦେଇପାରନ୍ତି ବୋଲି ଆକଳନ କରାଯାଉଛି। ଏହାରି ଭିତରେ ତାଙ୍କ ପତ୍ନୀ କଳ୍ପନା ସୋରେନ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଲାଗି ରହିଥିବା ଚର୍ଚ୍ଚା ଉପରେ ବିରାମ ଲାଗିଥିଲେ…

ବାବା ଧବଳେଶ୍ଵରଙ୍କ ଦର୍ଶନ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କଟକ: ଓଡିଶା ଗସ୍ତର ଦ୍ବିତୀୟ ଦିନରେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବରରେ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ସକାଳୁ ବାବା ଧବଳେଶ୍ୱରଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଅଶ୍ୱିନୀ । ମନ୍ଦିର ଗର୍ଭ ଗୃହରେ ସେ ଦର୍ଶନ କରିବା…

ଶିଶୁ ଆଶ୍ରୟ ଗୃହରୁ ନିଖୋଜ ସମସ୍ତ ୨୬ ନାବାଳିକା ହେଲେ ଠାବ, ୨ ଅଧିକାରୀ ନିଲମ୍ବିତ

ଭୋପାଳ: ଭୋପାଳରେ ବେଆଇନ ଭାବେ ଚାଲିଥିବା ଏକ ଶିଶୁ ଆଶ୍ରୟ ଗୃହରୁ ନିଖୋଜ ହୋଇଥିବା ସମସ୍ତ ୨୬ ଜଣ ନାବାଳିକାଙ୍କୁ ମଧ୍ୟପ୍ରଦେଶ ପୁଲିସ ଠାବ କରିଛି। ଏହି ମାମଲାରେ ଦୁଇ ଜଣ ଜିଲ୍ଲା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ)ଙ୍କୁ ନିଲମ୍ବିତ…

RWSS କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ବାଟର୍ସରୁ ମୃତଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ RWSS ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ଯୁ । ସରକାରୀ କ୍ବାଟର୍ସରୁ ସଞ୍ଜୟ କୁମାର ନାୟକଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ଅଫିସର ଅନ୍ଯ କର୍ମଚାରୀମାନେ ପ୍ରଥମେ ମୃତଦେହ ଦେଖି…

ରାତି ଅଧରେ କାର୍‌ଗିଲ ଏୟାରଷ୍ଟ୍ରିପ୍‌ରେ ଲ୍ୟାଣ୍ଡ କଲା ସୁପର ହର୍କ୍ୟୁଲସ ବିମାନ ସି-୧୩୦

ବଡ଼ ସଫଳତା ହାସଲ କରିଛି ଭାରତୀୟ ବାୟୁସେନା। ରାତି ଅଧରେ କାର୍ଗିଲ ଏୟାରଷ୍ଟ୍ରିପ୍‌ରେ ଲ୍ୟାଣ୍ଡ କଲା ହୁର୍କ୍ୟୁଲସ ବିମାନ। ବାୟୁସେନା ସି-୧୩୦ ଜେ ସୁପର ହର୍କ୍ୟୁଲସ ବିମାନକୁ ରାତିରେ କାର୍ଗିଲ ଏୟାରଷ୍ଟ୍ରିପରେ ଅବତରଣ କରିବାରେ ସଫଳ ହୋଇଛି। ଏହାର ଭିଡିଓକୁ ବାୟୁସେନା…

ୱେବ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ୩ ଦିନିଆ ରିମାଣ୍ଡରେ ନେବ EOW

ଭୁବନେଶ୍ଵର: ବିଲଡରଙ୍କୁ ଏକ କୋଟି ଟଙ୍କା ଠକେଇ ଅଭିଯୋଗରେ ଗତକାଲି ଗିରଫ ହୋଇଥିବା ୱେବ୍ ପୋର୍ଟାଲ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ରିମାଣ୍ଡରେ ନେବ EOW । EOW ସୁରଜିତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । କିନ୍ତୁ…