‘ବଞ୍ଚିବା ଅପେକ୍ଷା ମୁଁ ଜେଲ୍‌ରେ ମରିଯିବା ଭଲ…’: ଜେଟ୍‌ ଏୟାରବେଜ୍‌ ଫାଉଣ୍ଡର

'ମୁଁ ଜୀବନର ସମସ୍ତ ଆଶା ହରାଇ ଦେଇଛି। ଏଭଳି ସ୍ଥିତିରେ ବଞ୍ଚିବା ଅପେକ୍ଷା ଜେଲ୍‌ରେ ମରିଯିବା ଭଲ।' ଏଭଳି କିଛି କୋର୍ଟ ହାତ ଯୋଡି କହିଛନ୍ତି ଜେଟ୍‌ ଏୟାରବେଜର ମାଲିକ ନରେଶ ଗୋଏଲ୍‌। ଶନିବାର ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟରେ ହାଜର…

ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱାନ୍ତ

ପୁରୀ: ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରି ସାନିଧ୍ୟ ନେଲେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱାନ୍ତ l ଦୀର୍ଘ ବର୍ଷ ପରେ ସପରିବାର ମହାପ୍ରଭୁଙ୍କ ଦର୍ଶନ କରି ବେଶ ଖୁସି ଓ ଭାବବିହ୍ୱଳ ହୋଇଛନ୍ତି ଶ୍ରୀଯୁକ୍ତ ସ୍ୱାୱନ୍ତ । ଗୋଆର ଅର୍ଥନୀତିର…

ହମାସକୁ ସଂପୂର୍ଣ୍ଣ ରୂପେ ବିନାଶ ନକଲା ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ଶେଷ ହେବ ନାହିଁ: ନେତନ୍ୟାହୁ

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଘୋଷଣା କରିଛନ୍ତି ଯେ ଯେପର୍ଯ୍ୟନ୍ତ ଇସ୍ରାଏଲ ତା’ର ସମସ୍ତ ଲକ୍ଷ୍ୟ ହାସଲ ନ କରିଛି, ସେ ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ସମାପ୍ତ ହେବ ନାହିଁ। ବିଶେଷ କରି, ହମାସକୁ ଯେ ପର୍ଯ୍ୟନ୍ତ ସଂପୂର୍ଣ୍ଣ ରୂବେ ବିନାଶ…

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର : ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ବ୍ରିଜ ତଳେ ଥିବା ମ୍ୟାନ ହୋଲରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଦେଉଳପଦର-ପୁଅ ରାସ୍ତାରେ ଥିବା ସେତୁର ମ୍ୟାନହୋଲ ଭିତରେ ମହିଳାଙ୍କ ମୃତଦେହ ପଡିଥିବା ଦେକିବାକୁ…

ଦିଲ୍ଲୀରେ ଆସନ୍ତା ୫ ଦିନ ସ୍କୁଲ୍ ଛୁଟି

ଦିଲ୍ଲୀରେ ଆଗାମୀ ୫ ଦିନ ଯାଏ ସ୍କୁଲ୍‌ ଛୁଟି ରହିବ। ୫ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରଙ୍କ ପାଇଁ ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ସରକାର। ପ୍ରବଳ ଶୀତ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଥିବା ଆଜି ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଅତିଶି କହିଛନ୍ତି। ସେ…

ହାତୀ ଉଦ୍ଧାର କେନ୍ଦ୍ରରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ: ହାତୀ ଉଦ୍ଧାର କେନ୍ଦ୍ରରେ ଦନ୍ତା ହାତୀର ମୃତ୍ୟୁ । ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଗତକାଲି ବୌଦ୍ଧରୁ ଆସିଥିଲା ଅସୁସ୍ଥ ଦନ୍ତା ହାତୀ । ମୃତ ହାତୀଟିର ବୟସ ୩୦ରୁ ୩୫…

ଉତ୍ତରାଖଣ୍ଡରେ ୧୬ ବର୍ଷରେ ବାଘ ସଂଖ୍ୟାରେ ୩୧୪% ବୃଦ୍ଧି

ଗତ ୧୬ ବର୍ଷରେ ଉତ୍ତରାଖଣ୍ଡରେ ବାଘଙ୍କ ସଂଖ୍ୟାରେ ୩୧୪% ବୃଦ୍ଧି ଘଟିଛି। ୨୦୦୬ରୁ ୨୦୨୨ ମଧ୍ୟରେ ରାଜ୍ୟରେ ବାଘଙ୍କ ସଂଖ୍ୟାରେ ଏହି ବୃଦ୍ଧି ଘଟିଛି। ଶନିବାର ଉତ୍ତରାଖଣ୍ଡର ଚିଫ୍ ୱାଇଲ୍‌ଡ ଲାଇଫ୍ ୱାର୍ଡେନ୍‌ ସମୀର ସିହ୍ନା ଏହି ସୂଚନା ଦେଇଛନ୍ତି। ଶ୍ରୀ…

ହାତୀ ଆକ୍ରମଣରେ ଯୁବକ ମୃତ

ଢେଙ୍କାନାଳ : ଦଳିଦେଲା ଦନ୍ତା । ହାତୀ ଆକ୍ରମଣରେ ଯୁବକ ମୃତ । ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଚାଉଳିଆ ନିକଟରେ ଏହି ଅଘଟଣ ଘଟିଛି । ମୃତ ଯୁବକ ଚାଉଳିଆ ଗାଁର ବ୍ରହ୍ମାନନ୍ଦ ନାଏକ । ଆଜି ସକାଳେ ବ୍ରହ୍ମାନନ୍ଦ ଧାନବିଲକୁ…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ବଣ୍ଟାଯିବ ୧ ଲକ୍ଷ ତିରୁପତି ଲଡ଼ୁ

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁ ଥିବା ଅତିଥି ଓ ଶ୍ରଦ୍ଧାଳୁମାନଙ୍କୁ ବଣ୍ଟାଯିବ ତିରୁପତିର ପ୍ରସିଦ୍ଧ ‘ଶ୍ରୀବରୀ ଲଡୁ’। ତିରୁପତି ସ୍ଥିତ ବିଶ୍ୱ ପ୍ରସିଦ୍ଧ ଭେଙ୍କଟେଶ୍ୱର ମନ୍ଦିରକୁ ପରିଚାଳନା କରୁଥିବା ତିରୁମାଲା ତିରୁପତି ଦେବସ୍ଥାନମ (TTD)…

ଓଡିଶା ରାଜସ୍ଵ ଅମଲା ସଂଘର ଦାବି ପୂରଣ କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଓଡ଼ିଶା ରାଜସ୍ବ ଅମଲା ସଂଘର ୨୦୧୭ ମସିହା ଠାରୁ  ବହୁ ପ୍ରତୀକ୍ଷିତ  ପୃଥକ ପାହ୍ୟା (Separate Cadre)ଦାବି ଆଜି ରାଜ୍ଯ ସରକାର ପୂରଣ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ  ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୬୯୮ ତା…