ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ
ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ। ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ…
ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ। ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ…
ଭୁବନେଶ୍ୱର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ବସିବାକୁ ଯାଉଛି । ଅଧିବେଶନ ପୂର୍ବରୁ ବିଧାନସଭାର ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ସଭାପତି…
ଭୁବନେଶ୍ବର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ହାତୀ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଏହି ଘଟଣାରେ ଡିଏଫଓଙ୍କୁ ତାଗିଦ କରାଯାଇଛି । ସେ ଡ୍ୟୁଟିରେ ଅବହେଳା କରିଥିବା କାରଣରୁ ତାଙ୍କୁ ଟ୍ରାନ୍ସଫର…
ଅଶାନ୍ତ ହୋଇପଡିଛି ଉତ୍ତରପ୍ରଦେଶର ସମ୍ଭଲ ଜିଲ୍ଲା। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ହିଂସା ଜାରି ରହିଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସେହିପରି ୨୦ରୁ ଅଧିକ ଆହତ ହେଇଛନ୍ତି। ଏହି ମାମଲାରେ ଏବେ…
ଭୁବନେଶ୍ବର: ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ସୁଭଦ୍ରା ସହାୟତାର ପ୍ରଥମ କିସ୍ତିର ଏହାର ହେବ ଶେଷ ପର୍ଯ୍ୟାୟ । ଏଥିରେ ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ…
ଓରେରା ଅଧ୍ୟକ୍ଷ ପଦ ଛାଡିବେ ସିଦ୍ଧାନ୍ତ ଦାସ । ପଦ ଛାଡିବା ପୂର୍ବରୁ ୩ମାସର ନୋଟିସ୍ ଦେଇଛନ୍ତି । ରେରା ଆଇନ ୨୦୧୬ ଅନୁସାରେ ନୋଟିସ୍ ଦେଇଛନ୍ତି ସିଦ୍ଧାନ୍ତ ଦାସ । ୨୦୨୦ ଜୁଲାଇ ମାସରେ ତାଙ୍କୁ ଅଧ୍ୟକ୍ଷ ପଦ ମିଳିଥିଲା…
କିଛି ଦିନ ପରେ ପୁଣି ଇସ୍ରାଏଲ ଏବଂ ହେଜବୁଲ୍ଲା ମୁହାଁମୁହିଁ। ଇସ୍ରାଏଲ ଉପରେ ୨୫୦ଟି ରକେଟ ମାଡ଼ କରିଛି ଇରାନ ସମର୍ଥିତ ସଂଗଠନ ହେଜବୁଲ୍ଲା। ଇସ୍ରାଏଲ ହେଜବୁଲ୍ଲାର ଦକ୍ଷିଣ ବେରୁଟ ଅଞ୍ଚଳ ଉପରେ ଆକ୍ରମଣ କରିବା ପରେ ପାଲଟା ଜବାବ ଦିଆଯାଇଥିବା…
ଭୁବନେଶ୍ବର: ରାଜ୍ୟର ମୁଖ୍ୟତଃ ୯ଟି ଜିଲ୍ଲା ଗଞ୍ଜେଇ ଚାଷର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସ ପକ୍ଷରୁ ତତ୍ପରତା ଦେଖାଦେଇଛି । ଘଞ୍ଚ ଜଙ୍ଗଲ ଏବଂ ପାହାଡ଼ିଆ ଭୂମି ଯେପରିକି କନ୍ଧମାଳ, ବୌଦ୍ଧ, ଗଜପତି,…
ଭୁବନେଶ୍ବର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାବିକାଶ ଅଘାଡି ମେଣ୍ଟକୁ ପରାଜୟ ମିଳିଛି। କଂଗ୍ରେସ ମଧ୍ୟ କିଛି କମାଲ କରିପାରି ନାହିଁ। ଶୋଚନୀୟ ପରାଜୟ ପରେ ଏବେ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି। ସେ କଂଗ୍ରେସ…