ଡ୍ରାଇଭରମାନଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ପେଟ୍ରୋଲ ଓ ଡିଜେଲ ପରିବହନ ପ୍ରଭାବିତ

ଭୁବନେଶ୍ବର: ଡ୍ରାଇଭରମାନଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ପେଟ୍ରୋଲ ଓ ଡିଜେଲ ପରିବହନ ପ୍ରଭାବିତ ହୋଇଛି। ଏନେଇ ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏସନର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକେ ଆତଙ୍କିତ ଥିବା ଯୋଗୁଁ ଗତକାଲି…

୬ ମାସରେ ବାଲେଶ୍ଵର ଜିଲ୍ଲାକୁ ଆସିଛି ୧୦୩୮କୋଟି ଅନୁଦାନ: ୫ଟି ଅଧ୍ୟକ୍ଷ

ବାଲେଶ୍ଵର: ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଦିନିକିଆ ବାଲେଶ୍ଵର ଗସ୍ତରେ ଆସି ଆମ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗଦେବା ସହ ଜିଲ୍ଲାକୁ ୧ ନମ୍ବର କରିବାକୁ ଆହ୍ବାନ ଦେଇଛନ୍ତି। ସ୍ଥାନୀୟ ମିଶନ ପଡ଼ିଆରେ ବିଜେଡିର ‘ଆମ ଓଡ଼ିଶା ନବୀନ ଓଡ଼ିଶା’…

ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ହୋଇନି, ଏ ପର୍ଯ୍ୟନ୍ତ ସ୍ଥଗିତ ନିଷ୍ପତ୍ତି ନେଇନାହୁ: ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ନୂଆ ଆଇନ ‘ହିଟ୍ ଆଣ୍ଡ ରନ୍’ ନିଷ୍ପତ୍ତିକୁ ଓଡ଼ିଶା ସମେତ ପୂରା ଭାରତରେ ଡ୍ରାଇଭର ମହାସଂଘ ବିରୋଧ କରିଛି। କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନ ଆହୁରି କେତେଦିନ ଯାଏଁ…

ରାୟଗଡ଼ାରେ ଆଇନ୍‌ମନ୍ତ୍ରୀଙ୍କ ଗାଡ଼ିଧକ୍କାରେ ନାବାଳକର ଦୁଇଗୋଡ଼ ଭାଙ୍ଗିଲା, ଉତ୍ତେଜନା ପରେ ଡାକ୍ତରଖାନାରେ ଭର୍ତ୍ତି

ରାୟଗଡ଼ା: ଆଦିବାସୀ କଲ୍ୟାଣ ତଥା ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଆଜି ଜଣେ ୪ ବର୍ଷ ବୟସର ଶିଶୁର ଦୁଇ ଗୋଡ଼ ଭାଙ୍ଗିଛି। ଗୁରୁତର ନାବାଳକ ହେଲା ନବୀନ ଗୁନୁଲୁ। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁ ଶରୀରର ବିଭିନ୍ନ…

ଜାନୁଆରି ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ସମ୍ବଲପୁର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ଏହି ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ…

ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଖୋଲିଲା ରାଜଭବନ ଉଦ୍ୟାନ, ପ୍ରଥମ ଦିନ ବୁଲିଲେ ୨୫୦୦ ଲୋକ

ଭୁବନେଶ୍ବର: ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଶନିବାରଠାରୁ ରାଜଭବନ ଉଦ୍ୟାନ ଖୋଲିଥିବା ବେଳେ ଚଳିତ ମାସ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ବୁଲିପାରିବେ ସାଧାରଣ ଜନତା। ଆସନ୍ତାକାଲି (ରବିବାର) ଠାରୁ ଲୋକସେବା ଭବନ ଉଦ୍ୟାନ ସାଧାରଣ ଜନତାଙ୍କ ପାଇଁ ଖୋଲା ରହିବ।…

ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର

ଭୁବନେଶ୍ବର: ଓଡ଼ିଶାରେ ପାଦ ଦେଉ ଦେଉ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର। ସେ କହିଛନ୍ତି, ବାହାର ଲୋକଙ୍କୁ ହଟାଅ, ଓଡ଼ିଆଙ୍କୁ ଆଣ। ଓଡ଼ିଶା ଫର ଓଡ଼ିଆ, ଅଫ ଓଡ଼ିଆ, ବାୟ ଓଡ଼ିଆ। ବାହାର…

୨୦୨୪ ହେବାକୁ ଯାଉଛି ବିଶ୍ୱର ନିର୍ବାଚନ ବର୍ଷ, ୬୦ ଦେଶରେ ୨୦୦ କୋଟି ଭୋଟର ବାଛିବେ ସରକାର

ନୂଆଦିଲ୍ଲୀ : ସାରା ପୃଥିବୀରେ ୨୦୨୪ ହେବାକୁ ଯାଉଛି ନିର୍ବାଚନର ବର୍ଷ। କାରଣ ଚଳିତ ବର୍ଷ ବିଶ୍ୱର ପ୍ରାୟ ଅଧିକାଂଶ ଦେଶରେ ହେବ ନିର୍ବାଚନ। ସଂକ୍ଷେପରେ କହିବାକୁ ଗଲେ ବିଶ୍ୱ ଜନସଂଖ୍ୟାର ଅଧା ଭାଗ ଲୋକ ଏହି ବର୍ଷ ଭୋଟ୍ ଦେଇ…

ମହାଦେବ ବେଟିଂ ଆପ୍‌: ଚାର୍ଜସିଟ୍‌ରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁ

ନୂଆଦିଲ୍ଲୀ : ମହାଦେବ ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ଫସିଲେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାରି କରିଥିବା ଚାର୍ଜସିଟ୍‌ରେ ତାଙ୍କ ନାଁ ରହିଛି। ଏହାକୁ ନେଇ ତାଙ୍କ ଅଡୁଆ ବଢ଼ିପାରେ ବୋଲି କୁହାଯାଉଛି। ଚାର୍ଜସିଟରେ ନାଁ…

ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ କଲେ ଡେବ୍ୟୁ କଲେ ବୈଭବ

ପାଟନା : କ୍ରିକେଟ ଜଗତର ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପଛରେ ପକାଇ ଇତିହାସ ସୃଷ୍ଟି କରିଛନ୍ତି ବିହାରର ବୈଭବ ସୂର୍ଯ୍ୟବଂଶୀ। ସେ ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ଡେବ୍ୟୁ କରି ଚର୍ଚ୍ଚାରେ ଅଛନ୍ତି। ଏହି ସଫଳତା ସହ ସେ…