ବଲାଙ୍ଗୀରରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ
ବଲାଙ୍ଗୀର: ସଇଁତଳା ବ୍ଲକ ତୁସ୍ତାପାଲି ଗ୍ରାମର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ସେହି ଗାଁର ୩ ଜଣ ଯୁବକଙ୍କ ବିରୋଧରେ ତାଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି। ମିଳିଥିବା…