କାଲିଠୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀ ଗଣନା
ଅନୁଗୁଳ : ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଆଜିଠାରୁ ସପ୍ତାହେ ପର୍ଯ୍ୟନ୍ତ ପର୍ଯ୍ୟଟକମାନେ ବୋଟିଂ କରିପାରିବେନି। ସାତକୋଶିଆ ଅଭୟାରଣ୍ୟରେ ଥିବା ମହାନଦୀ ଗଣ୍ଡ ଓ ବିଭିନ୍ନ ଜଳାଶୟରେ କୁମ୍ଭୀର ଓ ପକ୍ଷୀ ଗଣନା ହେବ । ୬ ତାରିଖ ରୁ ୮ତାରିଖ…
ଅନୁଗୁଳ : ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଆଜିଠାରୁ ସପ୍ତାହେ ପର୍ଯ୍ୟନ୍ତ ପର୍ଯ୍ୟଟକମାନେ ବୋଟିଂ କରିପାରିବେନି। ସାତକୋଶିଆ ଅଭୟାରଣ୍ୟରେ ଥିବା ମହାନଦୀ ଗଣ୍ଡ ଓ ବିଭିନ୍ନ ଜଳାଶୟରେ କୁମ୍ଭୀର ଓ ପକ୍ଷୀ ଗଣନା ହେବ । ୬ ତାରିଖ ରୁ ୮ତାରିଖ…
ଉତ୍ତର ପ୍ରଦେଶ ସ୍ପେଶାଲ ଟାସ୍କ ଫୋର୍ସ(ଏସଟିଏଫ)କୁ ବଡ ସଫଳତା। କୁଖ୍ୟାତ ଅପରାଧୀ ବିନୋଦ ଉପାଧ୍ୟାୟକୁ ଏନକାଉଣ୍ଟରରେ ନିପାତ କଲା ଏସଟିଏଫ୍ ଟିମ୍। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅପରାଧ ଘଟାଇ ଚାଲିଥିଲା ବିନୋଦ। ତା' ବିରୁଦ୍ଧରେ ବିଭିନ୍ନ ଥାନାରେ ଏକାଧିକ ମାମଲା ଥିବାବେଳେ ପୁଲିସ…
ଭୁବନେଶ୍ୱର: ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଏସି କମ୍ପ୍ରେସର ବିସ୍ଫୋରଣ ଘଟଣାରେ ଏକ ଅପ୍ରତ୍ୟାଶିତ ଘଟଣା ସାମ୍ନାକୁ ଆସିଛି। ମୃତ ବୋଲି କୁହାଯାଉଥିବା ପୀଡ଼ିତ ଦିଲୀପ ସାମନ୍ତରାୟ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ ଆଶ୍ଚର୍ଯ୍ୟଜନକ ଭାବେ ଜୀବିତ…
ପୁଣି ବିଦେଶରେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ। ଖଲିସ୍ତାନୀ ସମର୍ଥକମାନେ ଆମେରିକାର କାଲିଫର୍ନିଆରେ ଥିବା ଆଉ ଏକ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କରିଛନ୍ତି। ଏଥିସହ ମନ୍ଦିରରେ ଲାଗିଥିବା ବୋର୍ଡ ଉପରେ ଖଲିସ୍ତାନ ଜିନ୍ଦାବାଦ ଲେଖିଛନ୍ତି। କେବଳ ଏତିକି ନୁହେଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମଧ୍ୟ…
କେନ୍ଦୁଝର : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । କେନ୍ଦୁଝର ଟାଉନ ଥାନା ପୁରୁଣା ବଜାର ଫିସରି ଅଫିସ୍ ନିକଟରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆକ୍ରମଣ ପରେ ୯୦ ହଜାର ଟଙ୍କା ସହ…
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଟିମ୍ ଉପରେ ସଂଘବଦ୍ଧ ଆକ୍ରମଣ। ପଶ୍ଚିମବଙ୍ଗର ଟିଏମସି ନେତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ସମୟରେ ଏହି ଆକ୍ରମଣ କରାଯାଇଛି। ପ୍ରାୟ ୨୦୦ରୁ ଅଧିକ ଲୋକ ସଙ୍ଘବଦ୍ଧ ଭାବେ ଇଡି ଟିମ୍ ଉପରକୁ ଆକ୍ରମଣ କରିଥିବା ସୂଚନା…
ଭୁବନେଶ୍ୱର : ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍ୱେରେ ୪୦ କୋଟି ଟଙ୍କା…
ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ…
ଖୋର୍ଦ୍ଧା : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍ ଜଳ ଭାଗରେ, ୨ଟି ଟିମ୍ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍,ବାଲୁଗାଁରେ ୫ଟି…
ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ…