ଧାମନଗରରେ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା, ବିଜେଡି ଉପରକୁ ଅଙ୍ଗୁଳି ଉଠାଇଲେ ବିଧାୟକ
ଭଦ୍ରକ : ଭଦ୍ରକ ଧାମନଗରରେ ଆଜି କିଛି ଲୋକ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା କରିଛନ୍ତି। ଧାମନଗର ଥାନା ଚୂଡ଼ାକୁଟି ପଞ୍ଚାୟତରେ ରାଲି ବେଳେ ଏହି ଘଟଣା ଘଟିଛି। ପୁଲିସ୍ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ…