2024

ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲା, କାଲି ସୁଦ୍ଧା ଓପିଏସ୍‌ସି ସାଇଟ୍‌ରେ ମେଧା ତାଲିକା ଦାଖଲ: ହାଇକୋର୍ଟ

କଟକ : ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟରେ ସଂଶୋଧିତ ମେଧା ତାଲିକା ଦାଖଲ । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ଓପିଏସସି ସଚିବ । ଆସନ୍ତାକାଲି ସୁଦ୍ଧା ଓପିଏସସି ୱେବସାଇଟରେ ପ୍ରଦର୍ଶନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।…

ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଦଲାଲ ଦମ୍ପତି ଗିରଫ

କଟକ: ବାଂଲାଦେଶୀ ସେକ୍ସ ରାକେଟ୍ ମାମଲାରେ ଦଲାଲ ଦମ୍ପତିଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ମଧୁପାଟଣାରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇ ଜଣ ଗିରଫ କରିଛି ମଧୁପାଟଣା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଦୁଇ ଜଣ କଟକ ସଦର…

ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶ, ସୁରକ୍ଷା ପାଇଁ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ କାଳିନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥ କଡାକଡି କରାଯାଇଛି । ବିଧାନସଭାରେ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ । ଡିସିପିଙ୍କ ନେତୃତ୍ୱରେ ୮ ଜଣ ଆଡିସିନାଲ ଡିସିପି , ୨…

ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ

ଅଶାନ୍ତ ଉତ୍ତରପ୍ରଦେଶର ସମ୍ଭଲ। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଆକ୍ରୋଶ ଦେଖିବାକୁ ମିଳିଛି। ସର୍ଭେକୁ ବିରୋଧରେ ରବିବାର ସକାଳେ ଆରମ୍ଭ ହୋଇଥିବା ହିଂସା ଆଜି ମଧ୍ୟ ଜାରି ରହିଛି। ଏହି ହିଂସାରେ ବର୍ତ୍ତମାନ ସୁଦ୍ଧ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍

ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ…

ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନରେ ଅଧିକାରୀଙ୍କୁ କଲେ ତାଗିଦ୍

ବାଙ୍ଗିରିପୋଷି : ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନ୍ ରେ କରୁଛନ୍ତି ତାଗିଦ୍ । କହୁଛନ୍ତି ଯେଉଁ ଭଳିଆ ରାଜପଥ ମରାମତି କାମ କରୁଛନ୍ତି ,ଆପଣଙ୍କୁ ଜେଲ ପଠେଇ ଦେବା କଥା । ଏମିତି କଣ କାମ କରାଯାଏ । ଏଭଳି ଅନେକ…

ଏନକ୍ଲୋଜରରୁ ବାହାରି ଘଞ୍ଚ ଜଙ୍ଗଲ ଗଲା ‘ଜିନତ୍’

ବାରିପଦା: ଏନ୍‌କ୍ଲୋଜର୍‌ରୁ ବାହାରିଲା ବାଘୁଣୀ ‘ଜୀନ୍ନତ’। ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍‌ ଏରିଆକୁ ଛଡ଼ାଗଲା। ରାତି ୯ଟା ୩୦ରେ ଛଡ଼ାଯାଇଥିବା ନେଇ ଶିମିଳିପାଳ RCCF ସୂଚନା ଦେଇଛନ୍ତି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜୀନ୍ନତ’। ଏବେ…

ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି

ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି…

୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ: ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ଯରେ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ…

ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ

ନଭେମ୍ବର ୨୮ରେ ଶପଥ ନେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ସେ ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା…