ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ: ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ୨୭୨୩ କୋଟି ଟଙ୍କା ବ୍ୟରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ। ଏତଦବ୍ୟତୀତ ୩୦୫ କୋଟିର ୬୯ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିଲାଗି…