ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି…

ବାହାଘର ଭୋଜି ଖାଇ ଜଣେ ମୃତ, ୨୦ରୁ ଅଧିକ ଗୁରୁତର

ସୁନ୍ଦରଗଡ଼: ବାହାଘର ଭୋଜି ଖାଇ ଜଣଙ୍କର ମୃତ୍ୟୁ ହେବା ସହ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିବା ସନ୍ଦେହ ଉପୁଜିଛି। ସୁନ୍ଦରଗଡ଼ ସବଡ଼େଗା ବ୍ଲକ ଦେଓଗାଁରେ…

ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି

ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ…

୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ ନୟାଗଡ଼…

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

“ଆମ ମସଜିଦ ଆମଠାରୁ ଛଡ଼େଇ ନେବେ….ଆଶଙ୍କା ପ୍ରକାଶ କଲେ ଅସଦୁଦ୍ଦିନ ଓଓ୍ବୈସି

ନୂଆଦିଲ୍ଲୀ : ରାମ ମନ୍ଦିର ସମାରୋହ ପାଇଁ ପ୍ରସ୍ତୁତି ଏବଂ ସୁନେହରୀ ମସଜିଦକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଲ ଇଣ୍ଡିଆ ମଜଲିସ ଇତ୍ତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍ ) ସଭାପତି ଅସଦୁଦ୍ଦିନ ଓୱେସି କହିଛନ୍ତି ଯେ ଯେଉଁଠାରେ ଆମେ ୫୦୦ ବର୍ଷ…

ସଂଘର୍ଷର ଲମ୍ବା ଇତିହାସକୁ ଦୃଷ୍ଟିରେ ରଖି ଅଯୋଧ୍ୟା ମାମଲାର ନିଷ୍ପତ୍ତି ନିଆଯାଇଥିଲା : ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ସୋମବାର (ଜାନୁଆରୀ ୧) ରାମ ମନ୍ଦିର ମାମଲାର ନିଷ୍ପତ୍ତି ଉପରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ଯେ ଅଯୋଧ୍ୟା ମାମଲାର ବିଚାରପତିମାନେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଥିଲେ ଯେ କିଏ ରାୟ ଲେଖିଛି ତାହା ଉଲ୍ଲେଖ…

ପ୍ରତ୍ୟାହାର ପରେ ୯୭.୩୮ ପ୍ରତିଶତ ୨୦୦୦ଟଙ୍କିଆ ନୋଟ୍‌ ରିଜର୍ଭ ବ୍ୟାଙ୍କକୁ ଫେରିଲା

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ସୋମବାର କହିଛି ଯେ ମେ ୧୯, ୨୦୨୩ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍‌ ମଧ୍ୟରୁ ୯୭.୩୮ ପ୍ରତିଶତ ନୋଟ ବ୍ୟାଙ୍କ୍‌କୁ ଫେରସ୍ତ ଆସିଯାଇଛି। ସଦ୍ୟତମ ତଥ୍ୟରୁ ଜଣାପଡିଛି ଯେ ପ୍ରଚଳନରେ ଥିବା…

ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ ବାଂଲାଦେଶ କୋର୍ଟ

ଢାକା: ବାଂଲାଦେଶର ନୋବେଲ ବିଜେତା ଅର୍ଥନୀତିଜ୍ଞ ଡକ୍ଟର ମହମ୍ମଦ ୟୁନୁସଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସୋମବାର ଏକ ଅଦାଲତ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ ମସିହାରେ ଦାରିଦ୍ର୍ୟ ବିରୋଧୀ ଅଭିଯାନ ପାଇଁ ନୋବେଲ…

ରାମ ମନ୍ଦିର ପ୍ରାଣ ପ୍ରତି‌ଷ୍ଠା ଦିନ ମୁମ୍ବାଇରେ ଦୀପାବଳି ପାଳିବାକୁ କହିଲେ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଯୋଧ୍ୟା ବ୍ୟତୀତ ଅନ୍ୟ ରାଜ୍ୟରେ ମଧ୍ୟ ରାମ ମନ୍ଦିରକୁ ନେଇ ବିଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହି କ୍ରମରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜାନୁଆରି ୨୨ ତାରିଖରେ…