2024

ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ

ପୁରୀ : ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନର ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ…

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ

ଯାଜପୁର : ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣ ମାମଲାରେ ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କୁ ଗିରଫ କରାଯାଇଛି। ଗିରଫ କରାଯିବା ପରେ ପୁଲିସ୍ ତାଙ୍କୁ ଏସଡିଜେଏମଙ୍କ ବାସଭବନକୁ ନେଇଛି। ବିରଜା ହାଟ ବ୍ୟବସାୟୀଙ୍କୁ…

ଆଧୁନିକ ଓଡ଼ିଶାର ନିର୍ମାତାଙ୍କୁ ଲୁଚେଇକି ରଖି ତାଙ୍କୁ ଅବହେଳା କରାଯାଇଥିଲା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୨୩।୧୧: ହରେକୃଷ୍ଣ ମହତାବ ଜୟନ୍ତୀ ଉଦଯାପନୀ ଉତ୍ସବରେ ତତ୍‌କାଳୀନ ସରକାରଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ । ମହାପୁରୁଷଙ୍କୁ ସମ୍ମାନ ଦିଆଯାଉନଥିବା କହି ଉଠାଇଲେ ବଡ଼ ପ୍ରଶ୍ନ। ହରେକୃଷ୍ଣ ମହତାବଙ୍କ ଜୟନ୍ତୀର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି, ଆଧୁନିକ…

ବିଲ୍ଡର ସଂସ୍ଥା ‘Z’ରେ ED ରେଡ୍

ଭୁବନେଶ୍ବର : ବିଲ୍ଡର ସଂସ୍ଥା ‘ଜେଡ୍’ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ବେଆଇନ ବୈଦେଶିକ ମୁଦ୍ରା ବିନିମୟ ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ଇଡି ପକ୍ଷରୁ ୧୧ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।…

ନୂଆଦିଲ୍ଲୀରେ ହେବ ବିଶ୍ବ ସମବାୟ ସମ୍ମିଳନୀ

ନୂଆଦିଲ୍ଲୀ : ଜାତିସଂଘ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ ବୋଲି ଇଫ୍‌କୋ ଲିମିଟେଡ, ସମବାୟ ମନ୍ତ୍ରଣାଳୟ ଓ ଅନ୍ତର୍ଜାତୀୟ ସମବାୟ ସଂଘ (ଆଇସିଏ) ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ପ୍ରଥମ ଥର…

‘ମୁଁ ଆଧୁନିକ ଯୁଗର ଅଭିମନ୍ୟୁ, ଚକ୍ରବ୍ୟୁହ ଭାଙ୍ଗିବା ଜାଣିଛି’; ମହାରାଷ୍ଟ୍ରରେ ବଡ଼ ବିଜୟ ପରେ ଦେବେନ୍ଦ୍ର ଫଡନଭିସଙ୍କ ବୟାନ

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟରେ ବିଜେପିରେ ଖୁସିର ଲହର ଖେଳିଯାଇଛି । ଏହି ବିଜୟ ପରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍ ମିଡିଆରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଏହା ଏକତାର ବିଜୟ । ଆମେ ସମସ୍ତେ…

ମହାରାଷ୍ଟ୍ରରେ ବିଜେପି ମେଣ୍ଟର ବିପୁଳ ବିଜୟ ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ଖବର ଲେଖାଯିବା ବେଳକୁ ୨୮୮ଟି ଆସନରୁ ୧୪୯ଟି ମହାୟୁତି ମେଣ୍ଟ ବିଜୟ ହାସଲ କରିସାରିଥିବା ବେଳେ ୮୧ଟିରେ ଆଗୁଆ ରହିଛି। ଅର୍ଥାତ୍ ଏହି ମେଣ୍ଟ…

ରାହୁଲ ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟରେ ଜିତିଲେ

ୱାୟନାଡ : ଡେବ୍ୟୁରେ କମାଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ ପ୍ରଥମଥର ପାଇଁ କୌଣସି ନିର୍ବାଚନ ଲଢ଼ି ରେକର୍ଡ ସଂଖ୍ୟକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ପ୍ରିୟଙ୍କା ଭାଇ ରାହୁଲ ଗାନ୍ଧିଙ୍କ ୨୦୧୯ ରେକର୍ଡକୁ…

ଝାଡଖଣ୍ଡରେ ବିଜେପି ହାରିଲା କାହିଁକି ?

ରାଞ୍ଚୀ ୨୩।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଶାସକ ଜେଏମଏମ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସପକ୍ଷରେ ଯାଇଛି। ଏଣୁ ହେମନ୍ତ ସୋରେନ ପୁଣି କ୍ଷମତା ହାତେଇ ରଖିବାରେ ସଫଳ ହୋଇଛନ୍ତି। ପ୍ରାରମ୍ଭିକ ଭୋଟ ଗଣନା କାଳରେ ଆଗରେ ଥିବା ବିଜେପି ପରେ…

ମହାରାଷ୍ଟ୍ର ବିଧାନସଭାରେ କାହାକୁ ମିଳିବନି ବିରୋଧୀ ଦଳ ନେତା ମାନ୍ୟତା !

ମୁମ୍ବାଇ : ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ। କାରଣ କୌଣସି ରାଜନୀତିକ ଦଳ ବିରୋଧୀ ଦଳର ନେତା ମାନ୍ୟତା ପାଇବାକୁ…