ବିରଜା ହାଟ ପ୍ରସଙ୍ଗକୁ ନେଇ ହଙ୍ଗାମା: ବବିଙ୍କ ଭାଇଙ୍କ ନାମରେ ୪ ମାମଲା ରୁଜୁ
ଯାଜପୁର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ତଥା ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ଭାଇଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି। ବବିଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାମରେ…
