2024

ବଦଳିଲା କାନାଡାର ସ୍ୱର; ମୋଦିଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ କଲା ଖଣ୍ଡନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିଛି କାନାଡା। କାନାଡାରେ ହରଦୀପ ସିଂହ ନିଜ୍ଜାର ହତ୍ୟା ସହ ଏକାଧିକ ଅପରାଧିକ କାର୍ଯ୍ୟକଳାପ ସହ ମୋଦି,…

ପୋଲିସ ଏନ୍ କାଉଣ୍ଟରରେ ୧୦ ମାଓବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି : ଟଳିପଡିଲେ ୧୦ ମାଓବାଦୀ । ପୋଲିସ ଏନ୍ କାଉଣ୍ଟରରେ ୧୦ ମାଓବାଦୀ ନିହତ। ଛତିଶଗଡ଼ର ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ପୋଲିସର ଏନ୍ କାଉଣ୍ଟର । ଘଟଣାସ୍ଥଳରୁ ଇନସାସ୍, ଏକେ-୪୭, SLR , ୩ଟି ବନ୍ଧୁକ ଓ ମ…

ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ

ବୌଦ୍ଧ: ହରଭଙ୍ଗା ଥାନା ମହାଲିକ୍‌ପଡ଼ା ଗାଁରେ ଅଭାବନୀୟ ଘଟଣା । ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ । ଗୁରୁତର ଅବସ୍ଥାରେ ଦୁଇ ଭଉଣୀଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ବଡ଼ ଭଉଣୀର…

ସାର କାରଖାନାରେ ବିସ୍ଫୋରଣ; ୩ ମୃତ, ୯ ଆହତ

ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ…

ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ୬ମାସ ବଢିଲା

ଭୁବନେଶ୍ବର: ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ । ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି । ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ…

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଭୁବନେଶ୍ବର : ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ। ଆଜି ଦିନ ପ୍ରାୟ ୧୦ଟା ୩୦…

୫ ବର୍ଷ ପୂର୍ବରୁ ବିଜେଡି ସରକାରକୁ ଫେରିବା ଅବାସ୍ତବ କଥା

ଭୁବନେଶ୍ବର : ଦିବା ସ୍ୱପ୍ନ ଦେଖୁଥିବା ବିଜେଡି ନେତାଙ୍କୁ ଜବାବ ଦେଲେ ନିଜ ଦଳର ବରିଷ୍ଠ ବିଧାୟକ ବଦ୍ରିନାରାୟଣ ପାତ୍ର। ସେ କହିଛନ୍ତି, ସଂଖ୍ୟାଗରିଷ୍ଠତା ପାଇ ବିଜେପି ସରକାର ଗଢ଼ିଛି। ଏଭଳି ସ୍ଥିତିରେ ବିଜେଡି ପୁଣି ସରକାର କରିବ, କଂଗ୍ରେସ ସହିତ…

‘ପରଦା ପଛର ଖଳନାୟକଙ୍କୁ ଛଡ଼ାଯିବନି, କାର୍ଯ୍ୟାନୁଷ୍ଠାନ ନିଆଯିବ’

ଯାଜପୁର : ବିଜେଡିର ପ୍ରଭାବଶାଳୀ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଓରଫ ବବିଙ୍କ ଇଙ୍ଗିତରେ ତାଙ୍କ ସମର୍ଥକମାନେ ମୋ ଉପରେ ଆକ୍ରମଣ କରିଛନ୍ତି। ସେମାନେ ମୋତେ ମାରିଦେବା ପାଇଁ ଚାହୁଁଥିଲେ। ୨୫ ବର୍ଷର କ୍ଷମତାରେ ରହି…

ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍‌କୁ ଅନୁମୋଦନ, ୨୬ରେ ବିଧାନସଭା

ଭୁବନେଶ୍ବର ୨୧।୧୧: ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ ।…

ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା, ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା। ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ। ଓପିଏସସି ଅଧ୍ୟକ୍ଷ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ। ନିଯୁକ୍ତିରେ ଅନିୟମିତତା ନେଇ ହୋଇଛି ଅଭିଯୋଗ। ଡେଣ୍ଟାଲ ସର୍ଜନ ମେରିଟ ଲିଷ୍ଟ ମଗାଇଥିଲେ ହାଇକୋର୍ଟ।…