ଦିଲ୍ଲୀ ବାୟୁ ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
କଲବଲ କରୁଛି ପ୍ରଦୂଷଣ। ବିଷ ପାଲଟି ଗଲାଣି ବାୟୁ। ଧୂଳି ଓ ଧୂଆଁର ମୋଟା ଚାଦର ତଳେ ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଲାଗି ଘରୁ ବାହାରିବା ହୋଇପଡିଛି ମୁସ୍କିଲ। ଦିନକୁ ଦିନ ସାଙ୍ଘାତିକ ହେବାରେ ଲାଗିଛି ସ୍ଥିତି। ବାୟରୁ ଗୁଣବତ୍ତା ୫୦୦…
