ବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ନିର୍ବାଚନ ଆୟୋଗ
ମହାରାଷ୍ଟ୍ର ବିଜେପି ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ନିର୍ବାଚନ ଆୟୋଗ। ଭୋଟ୍ ପାଇଁ ଟଙ୍କା ବାଣ୍ଟିଥିବା ଅଭିଯୋଗ ଆସିବା ପରେ ନିର୍ବାଚନ ଆୟୋଗ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛନ୍ତି। ବହୁଜନ ବିକାଶ ଅଗାଡି (BVA)…
