ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ

ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ହେବେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ କରିବାର…

ପେଟିଏମ ପେମେଣ୍ଟସ୍‌ ବ୍ୟାଙ୍କ ଜମା ଗ୍ରହଣ କରିପାରିବ ନାହିଁ: ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ଲିମିଟେଡ୍‌ ଉପରେ ପ୍ରତିବନ୍ଧକ ଲଗାଇଛି। ଆସନ୍ତା ୨୯ ଫେବ୍ରୁଆରି ୨୦୨୪ ପରେ ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ କୌଣସି ଗ୍ରାହକଙ୍କ ଆକାଉଣ୍ଟ, ପ୍ରିପେଡ୍‌ ଉପକରଣ, ୱାଲେଟ୍‌ ଏବଂ ଫାସ୍‌ଟ୍ୟାଗ୍‌ରେ ଜମା କିମ୍ବା…

ଫେବ୍ରୁଆରୀ ୩ରୁ ଏକାମ୍ର ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ…

ଇଡି ଅଧିକାରୀଙ୍କ ବିରୋଧରେ ଅଭିଯୋଗ କଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇଡିଙ୍କ ବିରୋଧରେ ଆଣିଲେ ଅଭିଯୋଗ । ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ନିବାରଣ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଅଭିଯୋଗ ଆଣିଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଇଡି ଅଧିକାରୀମାନେ ନିର୍ଯାତନା ଦେଉଛନ୍ତି। ହେମନ୍ତ…

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ,…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ୫ମ ସମନ ଜାରି କଲା ED

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ…

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍‌ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି। IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ କ୍ୟାମ୍ପସକୁ ମାନ୍ୟତା ମିଳିଛି।…

ଜ୍ଞାନବ୍ୟାପୀ କେସ: ମସଜିଦର ବେସ୍‌ ମେଣ୍ଟରେ ପୂଜା କରିପାରିବେ ହିନ୍ଦୁ ପକ୍ଷ

ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମାମଲାରେ ବୁଧବାର ହିନ୍ଦୁମାନଙ୍କ ସପକ୍ଷରେ ଆସିଛି ରାୟ। ଏଠାରେ ପୂଜା ପାଠ କରିବା ପାଇଁ ହିନ୍ଦୁମାନଙ୍କୁ ଅନୁମତି ଦେଇଛନ୍ତି ମାନ୍ୟବର କୋର୍ଟ। ଜ୍ଞାନବ୍ୟାପୀ ମାମଲାରେ ହିନ୍ଦୁ ଦଳର ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ବିଷ୍ଣୁ ଶଙ୍କର ଜୈନ କହିଛନ୍ତି, ହିନ୍ଦୁ…

ପିସିସି ଗଣମାଧ୍ୟମ ମୁଖପାତ୍ର, ପ୍ୟାନେଲିଷ୍ଟଙ୍କ ନାମ ଘୋଷଣା

ଭୁବନେଶ୍ବର: ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ସେଲ୍‌କୁ ଅଧିକ କ୍ରିୟାଶୀଳ କରିବା ପାଇଁ ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ୍‌, ସଂପାଦକ ଓ ସଂଯୋଜକଙ୍କ ନାମ ଘୋଷଣା କରାଯାଇଛି। ପିସିସି ଗଣମାଧ୍ୟମ ସେଲ୍‌ର ଅଧ୍ୟକ୍ଷ ବିଶ୍ବରଂଜନ ମହାନ୍ତି ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା…

ଇଣ୍ଡିଆ ମେଣ୍ଟକୁ ଉପଦେଶ ଦେଲା ଟିଏମସି

କୋଲକାତା:ପାଖେଇ ଆସୁଛି ଲୋକସଭା ନିର୍ବାଚନର ଦିନ। କିନ୍ତୁ ଛିଡୁନି ଇଣ୍ଡିଆ ମେଣ୍ଟରେ ସିଟ ବଣ୍ଟା। ଯାହାକୁ ନେଇ ଏବେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ତାଙ୍କରି ମେଣ୍ଟ ଦଳକୁ କରିଛନ୍ତି ଟାର୍ଗେଟ।  ଆସନ ବାଣ୍ଟିବା ନେଇ ତୃଣ ମୂଳ କଂଗ୍ରେସ ପୁଣି ଥରେ…