କଟକ ଦରଖାପଟଣା ଦୁର୍ଗା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି
କଟକ: ଠାକୁରଙ୍କୁ ବି ଛାଡିଲେନି ଦୁର୍ବୁତ୍ତ ମନ୍ଦିରରେ ପଶି ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ । ଏଭଳି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି କଟକ ଦରଖାପଟଣାରେ । ଗତକାଲି ବିଳମ୍ୱିତ ରାତିରେ ଦୁର୍ଗା ମନ୍ଦିରରୁ ମାଆଙ୍କର ବହୁ ମୁଲ୍ୟବାନ ସୁନା…