ବିଷ ପିଇ ମା’ ମୃତ ଝିଅ ଗୁରୁତର
ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଉତୁକୁଡା ପଂଚାୟତର ମୃଗନୟନୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ପାରିବାରିର କଳହରୁ ବିଷ ପିଇ ମା ମୃତ ୮ ବର୍ଷର ଝିଅ ଗୁରୁତର। ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଛି ଝିଅ…
ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଉତୁକୁଡା ପଂଚାୟତର ମୃଗନୟନୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ପାରିବାରିର କଳହରୁ ବିଷ ପିଇ ମା ମୃତ ୮ ବର୍ଷର ଝିଅ ଗୁରୁତର। ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଛି ଝିଅ…
ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଆଜି ପୁଣି ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରର ନାସିକରୁ ପିଆଜ ନେଇ ଆସୁଥିବା ଏକ ଟ୍ରକ୍ ବାଙ୍ଗିରିପୋଷି ଘାଟି ଓହ୍ଲାଉ ଥିବା ବେଳେ ବ୍ରେକ୍ ଫେଲ୍…
ନୂଆଦିଲ୍ଲୀ: ରାଜସ୍ଥାନର କୋଚିଂ ସେଣ୍ଟର କୋଟରେ ପହଞ୍ଚି ଶିକ୍ଷାମନ୍ତ୍ରୀ ଆକସନ ମୋଡରେ ନଜର ଆସିଥିଲେ। ଏଣିକି ଶିକ୍ଷା ବିଭାଗ ପ୍ରତି ଯଦି କୌଣସି ଶିକ୍ଷକ ଆଞ୍ଚ ଆଣନ୍ତି ତେବେ ସେମାନଙ୍କ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବା ନେଇ ଶିକ୍ଷାମନ୍ତ୍ରୀ କଡ଼ା ଚେତାବନୀ…
ଭଦ୍ରକ : ଶାଶୁ ଚୁଟି ଘୋଷାଡି ମାରୁଛି ତ ସ୍ୱାମୀ ବିଧା ମୁଖା ଗୋଇଠା ମାରି ତଣ୍ଟି ଚିପୁଛି । ଏପଟେ ଏସବୁକୁ ଉପଭୋଗ କରୁଛି ନଣନ୍ଦ । ଆଉ ପରେ ଦେଖି ମନୋରଞ୍ଜନ କରିବ ବୋଲି କ୍ୟାମେରାରେ ବି ନିର୍ଯ୍ୟାତନାର ଦୃଶ୍ୟକୁ…
ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍…
କଟକ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏବଂ ସ୍ପଷ୍ଟ ହସ୍ତାକ୍ଷରରେ ରୋଗୀଙ୍କୁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ଦିଆଯିବାକୁ ନେଇ ଚିନ୍ତା ବଢିଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ବି ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ଅନେକ ଡାକ୍ତର ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ୍ ଲେଖୁଥିବା…
ବିହାରରେ ଆରମ୍ଭ ହୋଇଛି ବିଜେପି-ଜେଡିୟୁ ସରକାର। ମେଣ୍ଟ ସରକାରର ନବମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ନୀତୀଶଙ୍କ ଘର ବାହୁଡା ପରେ ବର୍ଷିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ। ମୁଁ ଲେଖିକି ଦଉଛି, 2024ରେ ଜେଡିୟୁ ଫିନିସ୍ ହୋଇଯିବ…
ନୟାଗଡ : ଏଇ ତମେ ପା କଥା ଦେଇଥିଲ, ଆମର ବାହାଘର ହେବ, କନିଆଁ କରି ଘରକୁ ଆଣିବ। ଆଉ ସ୍ତ୍ରୀ ସଜାଇ ରାଣୀ କରି ରଖିବ । ସେଥିପାଇଁ ତ ମୁଁ ତୁମ କଥାରେ ରାଜି ହେଇଯାଇଥିଲି । ଆଉ…
ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଭୋପାଳ କିମ୍ବା ରାଜଗଡ଼ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବା ଗୁଜବକୁ ନେଇ ସଫେଇ ଦେଇଛନ୍ତି | ଦିଗବିଜୟ ସିଂ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି, ସେ କହିଛନ୍ତି ଯେ…
ରାୟଗଡ଼ା: ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୯୭୦ଜଣ ତୀର୍ଥଯାତ୍ରୀ…