ପ୍ରଭୁ ରାମଙ୍କ ଶାସନ ଥିଲା ଆମ ସମ୍ବିଧାନ ନିର୍ମାତାଙ୍କ ପ୍ରେରଣାର ଉତ୍ସ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଭୁ ରାମଙ୍କ ଶାସନ ଆମ ସମ୍ବିଧାନ ନିର୍ମାତାମାନଙ୍କ ପ୍ରେରଣାର ଉତ୍ସ ଥିଲା ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଲେ, ଏଭଳି ତୀବ୍ର ମାନସମନ୍ଥନ ପରେ…

ଫେବ୍ରୁଆରୀ ୩ ଓ ୧୦ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଥମେ ଫେବ୍ରୁଆରୀ ୩ ଓ ପରେ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଥମେ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ ସମ୍ମିଳନୀରେ ଯୋଗଦେବେ । ଏହାପରେ…

ମଣିପୁର: ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ; ଜଣେ ମୃତ, ୪ ଗୁରୁତର

ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଶନିବାର ସକାଳେ ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇ ଜଣେ ଗ୍ରାମୀଣ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଯେତେବେଳେ ଏକ ସଶସ୍ତ୍ର ଗୋଷ୍ଠୀ…

ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ

ବଣାଇ : ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ବଇଦପାଲି ଆଦିବାସୀ ସେବାଶ୍ରମରେ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ସମସ୍ତଙ୍କୁ ବଣାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବଇଦପାଲିର ଆଦିବାସୀ…

ମନ୍ଦିରରେ ମଞ୍ଚ ଭୁଶୁଡ଼ି ଜଣେ ମହିଳା ମୃତ, ୧୭ ଆହତ

ଦିଲ୍ଲୀର କାଲକାଜୀ ମନ୍ଦିରରେ ମଞ୍ଚ ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଶନିବାର ମଧ୍ୟରାତ୍ରରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି ଘଟଣା ଘଟିଥିଲା। ମଞ୍ଚ ଭୁଶୁଡ଼ି ପଡ଼ିବା ପରେ ଗୁରୁତର ଭାବେ…

ରାଷ୍ଟ୍ରୀୟ ସମ୍ମାନ ସହ ପଞ୍ଚଭୂତରେ ଲୀନ ହେଲେ ବର୍ଷୀୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ

ଯାଜପୁର: ପଞ୍ଚଭୂତରେ ଲୀନ ହେଲେ ଯାଜପୁର ଜିଲ୍ଲାର ଶତାୟୁ ପୁରୁଷ ତଥା ବର୍ଷୀୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଅପରାହ୍ନରେ ତାଙ୍କର ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ 102 ବର୍ଷ…

ଜଣଙ୍କୁ ବିବାହ, ଆଉ ଜଣଙ୍କ ସଙ୍ଗେ ସମ୍ପର୍କ: ନୀତୀଶ କୁମାରଙ୍କ ପ୍ରତି ବିଦ୍ରୂପ କରି କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ: ଜଣଙ୍କୁ ବିବାହ କଲ ଓ ଆଉ ଜଣଙ୍କ ସହିତ ସମ୍ପର୍କ ରଖିଲ ବୋଲି ଆଜି କଂଗ୍ରେସ ନେତା ତାରିକ୍‌ ଅନ୍‌ୱାର୍‌ ବିବାହରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପ୍ରତି ବିଦ୍ରୂପ କରି କହିଛନ୍ତି। ମାଇକ୍ରୋବ୍ଲଗିଙ୍ଗ୍‌ ସାଇଟ୍‌ ‘ଏକ୍ସ୍‌’ରେ ତାରିକ୍‌ ଅନ୍‌ୱାର୍‌ ଲେଖିଛନ୍ତି,…

କିଟ୍‍ ଓ କିସ୍‍ ପକ୍ଷରୁ ମିନି ମରାଥନ, ଶାଢ଼ି ପିନ୍ଧି ଦୌଡ଼ିଲେ ୫ ହଜାର ମହିଳା

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପକ୍ଷରୁ ମିନି ମାରାଥନ । ‘ସମସ୍ତଙ୍କ ପାଇଁ ଶିକ୍ଷା’ ବାର୍ତ୍ତା ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରତି ବର୍ଷ ମାରାଥନ ଆୟୋଜନ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ…

ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ସ୍ଥାନିତ କରିବା ନେଇ ଯୁବ-ଛାତ୍ର ବିଜେଡିର ଦାବି

ଆଠଗଡ଼: ଆଠଗଡ଼ ବିଜୁ ଯୁବ -ଛାତ୍ର ଜନତା ଦଳ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତର ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ଦାବି କରାଯାଇଛି। ସାରା ଦେଶ ୭୫ତମ…

ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଶ୍ରମ ବିଭାଗର ପ୍ରାଥମିକତା; ମିଳିଲା ୧,୧୩,୩୧,୦୦୦/- ଟଙ୍କାର ସହାୟତା

ଭୁବନେଶ୍ବର : ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ୟ୍ୟାଳୟ, ଭୁବନେଶ୍ୱର ଦ୍ବାରା ପରିଚାଳିତ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ,ବାଲିଅନ୍ତା ଓ ବାଲିପାଟଣା ବ୍ଲକ ଅଧିନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ଶିବିର ଗୀତଗୋବିନ୍ଦ ସଦନ,ଭୁବନେଶ୍ୱର ଠାରେ…