ଏପଟେ ସମଲେଇ ପ୍ରକଳ୍ପ ଲୋକାର୍ପିତ, ସେପଟେ ବିସ୍ଥାପିତଙ୍କ ପ୍ରତିବାଦ

ସମ୍ବଲପୁର : ମହାଆଡମ୍ୱରେ ଲୋକାର୍ପିତ ହୋଇଛି ମାଆ ସମଲେଇ ପ୍ରକଳ୍ପ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ। ହେଲେ ଏଥିରେ ଦେଖିବାକୁ ମିଳିଥିଲା ବିଚିତ୍ର ଚିତ୍ର। ଏପଟେ ସମଲେଇ ପ୍ରକଳ୍ପ ପାଇଁ ଲୋକାର୍ପଣ ଚାଲିଥିଲା। ସେପଟେ ପ୍ରକଳ୍ପ ପାଇଁ ବିସ୍ଥାପିତ ହୋଇଥିବା…

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ଦେବଗଡ଼ : ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ…

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ସମ୍ବଲପୁର : ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି…

ଆରପାରିରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ

ଯାଜପୁର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଘଟିଛି। ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ…

ଆମେରିକାରେ ପ୍ରଥମ; ନାଇଟ୍ରୋଜେନ୍ ଗ୍ୟାସରେ ଦୋଷୀକୁ ମିଳିଲା ମୃତ୍ୟୁଦଣ୍ଡ

ନିୟୁର୍କ : ନାଇଟ୍ରୋଜେନ୍ ଗ୍ୟାସରେ ମୃତ୍ୟୁଦଣ୍ଡ ଦେବାରେ ପ୍ରଥମ ଦେଶ ହେଲା ଆମେରିକା। ନାଇଟ୍ରୋଜେନ ବା ଯବକ୍ଷାରଜାନ ବ୍ୟବହାର କରି ଆମେରିକାର ଅଲବାମାରେ ଜଣେ ହତ୍ୟାକାରୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ତାଙ୍କ ନାଁ କେନେଥ୍ ଇଉଜିନ୍ ସ୍ମିଥ୍। ୩୫ ବର୍ଷ ତଳେ…

କେରଳରେ ଆଜିଠୁ ଏନ୍‌ଡିଏର ପଦଯାତ୍ରା

କନ୍ନୁର: ଆଗାମୀ ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟିର ନେତୃତ୍ବରେ ଏନ୍‌ଡିଏ…

କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଲେ ମମତା

କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ପଶ୍ଚିମବଙ୍ଗରେ ଏକୁଟିଆ ଲୋକସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ବର୍ତ୍ତମାନ କେନ୍ଦ୍ର ସରକାରଙ୍କୁ ଏକ ସମୟସୀମା ଦେଇଛନ୍ତି | ମମତା, ରାଜ୍ୟର…

ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନ ଲଢ଼ିବ ଆପ

ନୂଆଦିଲ୍ଲୀ: ବିଜେପିକୁ ପରାଜିତ କରିବାକୁ ବିରୋଧୀ ଦଳମାନଙ୍କ ମଧ୍ୟରେ ହୋଇଥିବା ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗିଛି | ଦୁଇ ଦିନ ତଳେ ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାବେଳେ ବର୍ତ୍ତମାନ ହରିୟାଣାରେ…

ଜଳିଗଲା କାର୍‌, ୪ ଜୀବନ୍ତ ଦଗ୍ଧ

ଚଣ୍ଡୀଗଡ଼ : ପଞ୍ଜାବର ହୋସିଆରପୁରରେ ଗତରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ କାର୍‌ରେ ନିଆଁ ଲାଗିବା ଯୋଗୁ ଘଟଣାସ୍ଥଳରେ କାର୍‌ଟି ଜଳି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ୍‌ ମାମଲାର ଯାଞ୍ଚ…

ବିହାର ରାଜନୀତିରେ ହଟଚମଟ; ରାତାରାତି ବଦଳିଲେ ଆଇଏଏସ୍‌,ଆଇପିଏସ, ଆଜି ୩ ପାର୍ଟିର ଦଳୀୟ ବୈଠକ

ପାଟନା : ସାଧାରଣ ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ଆରମ୍ଭ ହୋଇଗଲାଣି ହଟଚମଟ। ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର । ମାରି ପାରନ୍ତି ୟୁ-ଟର୍ଣ୍ଣ । ମହାଗଠବନ୍ଧନ ଛାଡି ପଦ୍ମ ଶିବିରକୁ ଡେଇଁ ପାରନ୍ତି ।…