ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ସୋରେନଙ୍କୁ ପୁଣି ସମନ ଜାରି କଲା ଇଡି
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ନୂଆ ସମନ ଜାରି କରି ଆସନ୍ତା ସପ୍ତାହରେ ମନି ଲଣ୍ଡରିଂ ମାମଲାର ତଦନ୍ତରେ ଯୋଗ ଦେବାକୁ କହିଛି। ଜାନୁଆରି ୨୯ କିମ୍ବା ଜାନୁଆରି ୩୧ରେ ପଚରାଉଚରା ପାଇଁ ସୋରେନଙ୍କ…