ମୂର୍ତ୍ତି ଗଢ଼ିବା ସମୟରେ ପ୍ରତିଦିନ ସନ୍ଧ୍ୟା ୪ରୁ ୫ଟା ମଧ୍ୟରେ ଏକ ମାଙ୍କଡ଼ ଆସି ରାମଲଲ୍ଲାଙ୍କୁ ଦେଖି ଚାଲିଯାଏ: ଅରୁଣ ଯୋଗୀରାଜ

ନୂଆଦିଲ୍ଲୀ: ଶିଳ୍ପୀ ଅରୁଣ ଯୋଗୀରାଜ ଅଯୋଧ୍ୟା ରାମମନ୍ଦିର ପାଇଁ ରାମଲଲ୍ଲାଙ୍କ ମୂର୍ତ୍ତି ତିଆରି କରିଛନ୍ତି। ଉକ୍ତ ମୂର୍ତ୍ତିର ପ୍ରାଣପ୍ରତିଷ୍ଠା ଜାନୁଆରି ୨୨ ତାରିଖରେ ହୋଇସାରିଛି। ତେବେ ରାମଲଲ୍ଲାଙ୍କ ମୂର୍ତ୍ତି ତିଆରି କରିବା ସମୟରେ ଅରୁଣ ଯୋଗୀରାଜଙ୍କ  ସହ କ’ଣ କ’ଣ ବିତିଥିଲା…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ଼ରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ଆଦିବାସୀମାନଙ୍କ “ପବିତ୍ର ପୀଠସ୍ଥଳୀ”

ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ । ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି…

ବିହାର ରାଜନୀତିରେ ହଲଚଲ; ନୀତୀଶ ଓ ତେଜସ୍ୱୀଙ୍କ ମଧ୍ୟରେ ଦେଖାଦେଲା ଫାଟ

ବିହାର ରାଜନୀତିରେ ଦେଖାଦେଲାଣି ହଲଚଳ । ଜେଡିୟ ଓ ଆରଜେଡି ମଧ୍ୟରେ ସବୁ କିଛି ଠିକ୍‌ ନ ଥିବା ଆକଳନ କରାଯାଉଥିବା ବେଳେ ଏହାର ଏକ ଦୃଶ୍ୟ ସାମନାକୁ ଆସିଛି। ଏକ ଫଟୋରେ କ୍ଷମତାସୀତ ଦୁଇ ଦଳ ମଧ୍ୟରେ ଦେଖାଦେଇଥିବା ଫାଟ…

କାର୍ଯ୍ୟରେ ଅବହେଳା ଅଭିଯୋଗ; ନିଲମ୍ବିତ ହେଲେ ଆରପିଏଫ ଇନ୍ସପେକ୍ଟର ଧର୍ମେନ୍ଦ୍ର ମିଶ୍ର

ବଲାଙ୍ଗୀର: ଲୋକ କଥା ରହିଛି ଯେ, ଯିଏ ଭୁଲ୍ କାମ କରୁଛି ସିଏ ଯେତିକି ଦୋଷୀ, ଆଉ ସେହି ଲୋକକୁ ଯିଏ ସହଯୋଗ କରୁଛି କିମ୍ବା ତାହା ଭୁଲ୍ ଦେଖି ଯିଏ ଚୁପ୍ ରହୁଛି ସେ ତା ଠାରୁ ମଧ୍ୟ ବଡ…

ବାପାଙ୍କ ସ୍ଥାନ ସ୍ୱର୍ଗଠାରୁ ବି ଉଚ୍ଚ: ଯୁଧିଷ୍ଠିରଙ୍କ ଉତ୍ତରକୁ ଭିତ୍ତି କରି ରାୟ ଶୁଣାଇଲେ ବିଚାରପତି

ରାଞ୍ଚି: ଝାଡ଼ଖଣ୍ଡ ହାଇକୋର୍ଟ ଆଜି ଜଣେ ପିତା ଏବଂ ପୁଅଙ୍କ ବିବାଦରେ ନିଜର ରାୟ ପ୍ରଦାନ କରି ମହାଭାରତ ଏବଂ ବେଦକୁ ସୂଚାଇ କହିଛନ୍ତି ଯେ ପୁଅର ପିତାମାତାଙ୍କ ପ୍ରତି କର୍ତ୍ତବ୍ୟ ଅଛି ଏବଂ ପିତାଙ୍କ ସ୍ଥାନ ସ୍ୱର୍ଗଠାରୁ ଅଧିକ। ଜଷ୍ଟିସ…

ବରଗଡ଼ରେ ସରିଲା ଧନୁଯାତ୍ରା, ମାମୁ କଂସଙ୍କୁ ବଧ କଲେ ଶ୍ରୀକୃଷ୍ଣ

ବରଗଡ଼   : ମଞ୍ଚରୁ ପଡ଼ି ମଲା ମହାପ୍ରତାପୀ କଂସ। କଂସ ବଧ ସହ ସରିଛି ବରଗଡ଼ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା। ଅନ୍ୟାୟ ଉପରେ ନ୍ୟାୟର ବିଜୟ ହୋଇଛି। ମହାରାଜ କଂସଙ୍କ ଅତ୍ୟାଚାରରୁ ମୁକ୍ତ ହୋଇଛନ୍ତି ମଥୁରାବାସୀ । ଏହାପରେ ଶ୍ରୀକୃଷ୍ଣ ଓ ଭାଇ ବଳରାମ…

ଚାଲିଥିଲା ବ୍ରେନ୍‌ ଟ୍ୟୁମର ଅପରେସନ; ରୋଗୀ ବଜାଉଥିଲେ ଗିଟାର

ଅପରେସନ କଥା ଶୁଣିଲେ ସମସ୍ତେ ଛାନିଆ ହୋଇ ଯାଆନ୍ତି। ଅପରେସନ ଟେବୁଲକୁ ଗଲେ କଥା ସରିଲା। କିପରି ଭଲରେ ଭଲରେ ଅପରେସନ ସରିବ ସେଥିପାଇଁ ମୁଣ୍ଡିଆ ମାରୁଥାନ୍ତି ପରିବାର ଲୋକେ। ଆଉ ରୋଗୀ କଥା ତ ଛାଡ଼ । ମାତ୍ର ଏବେ…

ବାଲୁକାକଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣେଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସବୁଠି ଉତ୍ସାହ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା କରି…

ପଶ୍ଚିମବଙ୍ଗରେ କଂଗ୍ରେସ ଓ ଟିଏମସି ମଧ୍ୟରେ ବଢ଼ିବାରେ ଲାଗିଛି ବିବାଦ

କୋଲକାତା: ପଶ୍ଚିମବଙ୍ଗରେ କଂଗ୍ରେସ ଏବଂ ଟିଏମସି ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ଦାବି କରିଛନ୍ତି ଯେ ରାହୁଲ ଗାନ୍ଧୀ ପଶ୍ଚିମବଙ୍ଗର ସିଲିଗୁଡିରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ଉଦ୍ଦେଶ୍ୟରେ ଏକ ସାଧାରଣ ସଭା ପାଇଁ…

୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୦ ଜଣଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ

ସାଧାରଣ ଦିବସର ଅବ୍ୟବହିତ ପୂର୍ବରୁ ଗୁରୁବାର ସନ୍ଧ୍ୟାରେ କେନ୍ଦ୍ର ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତ ବର୍ଷ ୫ ଜଣଙ୍କୁ ପଦ୍ମ ବିଭୁଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୧୦ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ । ଏଥିନିମନ୍ତେ ସେମାନଙ୍କ…