ପାକିସ୍ତାନର ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୧୫ ଜଣଙ୍କ ମୃତ୍ୟୁ; ୯ ଆତଙ୍କୀ ନିହତ

ପାକିସ୍ତାନରେ ବଡ଼ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ବଲୁଚିସ୍ତାନ ଅଞ୍ଚଳରେ ଏହି ଘଟଣା ଘଟିଛି । ଏଥିରେ ୨ ନାଗରିକ ଏବଂ ୪ ଆଇନ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜଫ୍ରେମ ଦାଖଲ

ଭୁବନେଶ୍ୱର : ପୁଣି ବଢ଼ିଲା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ । ବିଧାୟକ ପ୍ରଦୀପଙ୍କ ବିରୋଧରେ ଆରମ୍ଭ ହେବ ଟ୍ରାଏଲ । ପ୍ରଦୀପଙ୍କ ନାଁରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଚାର୍ଜଫ୍ରେମ ଦାଖଲ ହୋଇଛି। ପ୍ରଦୀପଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜଫ୍ରେମ…

ଜମ୍ମୁ-କଶ୍ମୀର: ଗାଡି ଖାଇକୁ ଖସି ପଡ଼ିବାରୁ ୭ ମୃତ, ୭ ଆହତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ବାରମୁଲା ଜିଲ୍ଲାରେ ବୁଧବାର ଏକ ଗାଡି ଭାରସାମ୍ୟ ହରାଇ ଘାଟି ଉପରୁ ଗଭୀର ଖାଇ ମଧ୍ୟକୁ ଖସି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛ ଏବଂ ୭ ଜଣ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଉତ୍ତର କଶ୍ମୀର ଜିଲ୍ଲାର ଉରିର…

ଫେବୃଆରୀ ୬ରେ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧି

ଭୁବନେଶ୍ୱର : ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ । ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କରିବେ ରାହୁଲ । ୬ରେ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ…

ଡିସିପି ଦାୟିତ୍ବ ଗ୍ରହଣ କଲେ ଡକ୍ଟର କନୱର ବିଶାଲ ସିଂ

ଭୁବନେଶ୍ୱର : କଟକର ନୂଆ ଡିସିପି। ଦାୟିତ୍ବ ଗ୍ରହଣ କରିଛନ୍ତି ଡକ୍ଟର କନୱର ବିଶାଲ ସିଂ। ପିନାକ ମିଶ୍ରଙ୍କ ବଦଳି ପରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶ୍ରୁଙ୍ଖଳା ଉପରେ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ନୂଆ…

ଦନ୍ତେୱାଡ଼ାରେ ନକ୍ସଲଙ୍କ ବଡ଼ ବଙ୍କର ଠାବ

ଛତିଶଗଡ଼ ଦନ୍ତେୱାଡ଼ାରେ ନକ୍ସଲଙ୍କର ରହିଛି ବଡ଼ ବଙ୍କର। ଜଙ୍ଗଲ ଭିତରେ ନକ୍ସଲଙ୍କ ଏତେ ବଡ଼ ବଙ୍କର ଦେଖି ପୁଲିସ ଛାନିଆ ହୋଇଯାଇଛି। ଗାଜାରେ ହମାସ ଆତଙ୍କୀଙ୍କ ସୁଡ଼ଙ୍ଗ ଭଳି ମାଟି ତଳେ ସୁଡ଼ଙ୍ଗ ଓ ବଙ୍କର କରିଛନ୍ତି ନକ୍ସଲ। ଦନ୍ତେୱାଡ଼ାରେ ନକ୍ସଲ ଅପରେସନ ବେଳେ…

କଟକର ଏକ ଆଶ୍ରମରେ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

କଟକ : ପୁଣି ଲଜ୍ଜା । ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । କଟକର ଏକ ଆଶ୍ରମରେ ରହୁଥିବା ଜଣେ ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗତ ୨୯ରେ ନାବାଳିକା ଜଣକ ସ୍କୁଲରୁ ଫେରୁଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି…

ମୋଟା ବରଫର ଚାଦର ତଳେ ହିମାଚଳ ପ୍ରଦେଶ

ହିମାଚଳ ପ୍ରଦେଶ: ଦୀର୍ଘ ଦିନର ଅପେକ୍ଷା ପରେ ହିମାଚଳ ପ୍ରଦେଶର ଶିମଲାରେ ତୁଷାରପାତ ଦେଖିବାକୁ ମିଳିଛି । ଶିମଲାର ଉଚ୍ଚସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି । ବରଫର ଏକ ମୋଟା ଚାଦର ତଳେ ଲୁଚି ଯାଇଛି ସେଠାକାର ଘର । ଯାହା…

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ  : କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ । ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ । ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଅନ୍ତରୀଣ ଅଙ୍କୁଶ ଜାରି ରହିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି । ଫଳରେ ସେହି ସମୟ…

ନୂଆ ସଂସଦରେ ରାଷ୍ଟ୍ରପତିଙ୍କ ପ୍ରଥମ ଅଭିଭାଷଣ: ‘ନୂଆ ଭାରତ ଶ୍ରେଷ୍ଠ ଭାରତ ସଂକଳ୍ପ’

ନୂଆଦିଲ୍ଲୀ: ଆରମ୍ଭ ହେଲା ସଂସଦରେ କାମଚଳା ବଜେଟ୍ ଅଧିବେଶନ । ପରମ୍ପରା ଅନୁସାରେ ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନ୍ତରୀଣ ବଜେଟ୍ ସେସନ୍‌କୁ ଆରମ୍ଭ କରିଛନ୍ତି । ନୂଆ ସଂସଦ ଭବନରେ ସମସ୍ତଙ୍କୁ ମୋର ନମସ୍କାର କହି ବକ୍ତବ୍ୟ…