କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ୱର : ଚଳିତ ସାଧାରଣତନ୍ତ୍ର ଦିବସ ପରେଡରେ ମହିଳା ସଶକ୍ତିକରଣ ଓ ଅର୍ଥନୈତିକ ଉନ୍ନତିର ବାର୍ତ୍ତା ଦେଇ କର୍ତ୍ତବ୍ୟପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ବିଶ୍ବ ଦେଖିବ ଓଡ଼ିଶାର କଳା । ସାଧାରଣତନ୍ତ୍ର ଦିବସ ପ୍ରଜ୍ଞାପନ ମେଢ଼ ପାଇଁ ଚଳିତ ବର୍ଷର…

ରାମ ମନ୍ଦିର ପାଖରେ ତିଆରି ହେବ ଆଉ ୧୩ଟି ମନ୍ଦିର, ବିରାଜିବେ ମା’ ସୀତା

ଅଯୋଧ୍ୟାରେ ବିରାଜି ସାରିଛନ୍ତି ପ୍ରଭୁ ଶ୍ରୀ ରାମ। ରାମଲଲାଙ୍କ ସାଧାରଣ ଦର୍ଶନ ମଧ୍ୟ ଆରମ୍ଭ ହୋଇସାରିଛି। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ରାମଲଲାଙ୍କୁ ଦର୍ଶନ କରିବା ପାଇଁ ଅଯୋଧ୍ୟାରେ ଭିଡ ଜମାଇଛନ୍ତି। ତେବେ ନୂଆ ରାମ ମନ୍ଦିରଟି ସମ୍ପୂର୍ଣ୍ଣ ହୋଇନାହିଁ। ଏହା ଅର୍ଦ୍ଧନିର୍ମିତ…

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ  କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…

ଘରକୁ ଫେରୁଥିଲେ ବାପା ଓ ଦୁଇ ଝିଅ; ପିଟି ଦେଲା କାର୍

ଘରେ ଚାଲିଥିଲାପୂଜାର୍ଚ୍ଚନା। ଏଥିପାଇଁ ଦୁଇ ଝିଅକୁ ହଷ୍ଟେଲରୁ ଘରୁ ନେଇ ଫେରୁଥିଲେ ବାପା। ଘରୁକୁ ଆସୁଥିବା ନେଇ ଦୁଇ ଝିଅ ଖୁସି ଥିବା ବେଳେ ବାପା ମଧ୍ୟ ଖୁସିଥିଲେ। ହେଲେ ସେମାନଙ୍କ ଖୁସି ବେଶୀ ସମୟ ରହି ନଥିଲା। ଆକାଶରେ ଯେପରି ହଠାତ୍ କଳା…

ରାମଲଲ୍ଲାଙ୍କ ଆଖି ଓ ହସକୁ ନେଇ ଶିଳ୍ପୀ ‌ଯୋଗୀରାଜ ଦେଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ: କର୍ଣ୍ଣାଟକର ମୂର୍ତ୍ତି ଗଢ଼ୁଥିବା ଶିଳ୍ପୀ ଅରୁଣ ଯୋଗୀରାଜଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। କାରଣ ଇଏ ହେଉଛନ୍ତି ସେହି ବ୍ୟକ୍ତି ଯିଏ ରାମଲଲ୍ଲାଙ୍କ ମୂର୍ତ୍ତି ଗଢ଼ିଥିଲେ। ଆଜି ବିଶ୍ବ ଯେଉଁ ରାମଲଲ୍ଲାଙ୍କ ମୂର୍ତ୍ତିକୁ ଦେଖି ଖୁସି ହେବା ସହିତ ଭକ୍ତିଭାବରେ…

ପ୍ରତିଶୋଧ ନେଲେ ଇଡି ଅଧିକାରୀ; ଏଥର ପୂରା ସୁରକ୍ଷା ବଳୟରେ ଟିଏମସି ନେତାଙ୍କ ଘରେ ପଶିଲେ

ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଶାହଜାହାନ ଶେଖ ଘରକୁ ଚଢ଼ାଉ ପାଇଁ ଯାଇ ଆକ୍ରମଣର ଶିକାର ହୋଇଥିବା ଇଡି ଟିମ୍‌ ଆଜି ପୁଣି ତରେ ଶାହଜାହାନଙ୍କ ଘର ଉପରେ ଚଢ଼ାଉ କରିଛି। ଗତ ଥର ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା…

କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ କରାଯାଉ: ଓଡ଼ିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର: କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ ପାଇଁ ଦାବି କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଏଗୁଡିକୁ ନିୟନ୍ତ୍ରଣ କରିବାପାଇଁ ଓଡିଶା ଅଭିଭାବକ ମହାସଂଘ ଦୀର୍ଘ ଦିନ ଲଢେଇ କରିଆସୁଥିଲା। ପ୍ରାୟ ୪ବରର୍ଷ ପରେ କେନ୍ଦ୍ର ସରକାର କୋଚିଂ…

ରାହୁଲଙ୍କ ନାଁରେ ମାମଲା ରୁଜୁ; ଅମିତ ଶାହଙ୍କୁ ଚିଠି ଲେଖିଲେ ଖଡଗେ

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୁଲିସ୍‌ ସହ ମୁହାଁମୁହିଁ ହେବା ତଥା ଭିଡ଼କୁ ଉସକାଇବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧି, କେସି ବେଣୁଗୋପାଳଙ୍କ ସମେତ ଶତାଧିକ…

ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା…

କାନାଡାରେ କ୍ରାଶ ହେଲା ବିମାନ; ୬ ମୃତ, ଜଣେ ଗୁରୁତର

କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା…