ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ…

କଂଗ୍ରେସ ନେତାଙ୍କ ପ୍ରଶ୍ନ – ସତରେ କ’ଣ ମୋଦି ୧୧ ଦିନିଆ ବ୍ରତ ପାଳନ କରିଥିଲେ?

ଅଯୋଧ୍ୟା ରାମ ମନ୍ଦିରର ଉଦ୍‌ଘାଟନ ପୂର୍ବରୁ ୧୧ ଦିନର ଉପବାସ ବ୍ରତ ପାଳନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଭଗବାନ ରାମଙ୍କ ଆଖିରୁ ପଟି ଖୋଲିବା ପରେ ମୋଦି ଚରଣାମୃତ ପିଇ ନିଜ ୧୧ ଦିନର ଉପବାସ ଭାଙ୍ଗିଥିଲେ। ମାତ୍ର ମୋଦିଙ୍କ ଉପବାସ…

କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ

କଟକ  : ଆଉ ନାହାନ୍ତି ବିଶିଷ୍ଟ ଡାକ୍ତର ଭୁବନାନନ୍ଦ ମହାରଣା । ପରଲୋକରେ କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ…

ଅଦାଲତରେ ମହାଭାରତ; ଜଜ୍‌ଙ୍କ ଉପରକୁ ଜୋତା ଫିଙ୍ଗିଲେ ଓକିଲ

ଅଦାଲତରେ ହେଲା ମହାଭାରତ । ଏକ ମାମଲାର ଶୁଣାଣି ଚାଲିଥିବା ବେଳେ ଉଭୟ ପକ୍ଷ ଓକିଲଙ୍କ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଟାର୍ଗେଟକୁ ଚାଲି ଆସିଲେ ଜଜ୍‌ । ନିଜ ଉପରୁ ନିୟନ୍ତ୍ରଣ ହରାଇ ଜଣେ ଓକିଲ ବିଚାରପତିଙ୍କ ଉପରକୁ ଜୋତା…

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବା ଖବରକୁ ଖଣ୍ଡନ କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବ ବୋଲି କୁହାଯାଉଥିବା ଖବରକୁ ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ମଙ୍ଗଳବାର ଖଣ୍ଡନ କରିଛନ୍ତି। ସିଇଓଙ୍କ କାର୍ଯ୍ୟାଳୟରୁ ଏକ ଚିଠି ସୋସିଆଲ ମିଡିଆରେ ଆସିବା ପରେ ମତଦାନ ତାରିଖକୁ ନେଇ ଚର୍ଚ୍ଚା…

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ଓ ପରାକ୍ରମ ଦିବସ

ଭୁବନେଶ୍ୱର : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ନେତାଜୀ ଜୟନ୍ତୀ। ଏହି ଅବସରରେ କଟକ ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନ ସଜେଇ ହୋଇଛି। ଏହି…

୨୬ରୁ ଆଦିବାସୀ ମେଳା,୧୧ଦିନ ଚାଲିବ

ଭୁବନେଶ୍ୱର : ଆସନ୍ତା ୨୬ତାରିଖରୁ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଆଦିବାସୀ ପଡ଼ିଆରେ ଏହି ମେଳା ୧୧ଦିନ ଧରି ଚାଲିବ । ଏହି ମେଳା ଅପରାହ୍ନ ସାଢ଼େ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା…

ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା

ଭୁବନେଶ୍ୱର : ବିଜେଡିର ପରିବାର ସମ୍ପର୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା…

ଗୁଳି ବିନିମୟ ପରେ ନକ୍ସଲଙ୍କ ଛତ୍ରଭଙ୍ଗ; ବିପୁଳ ବିସ୍ଫୋରକ ଜବତ

ବୌଦ୍ଧ : ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ତେବେ କିଛି ଘଣ୍ଟା ଧରି ଗୁଳି ବିନିମୟ ଚାଲିବା ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି। ପୁଲିସ୍ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍…