ଅଯୋଧ୍ୟାରେ ଜଟାୟୁ ମୂର୍ତ୍ତିର ଉନ୍ମୋଚନ କଲେ ମୋଦୀ
ଅଯୋଧ୍ୟା: ଅଯୋଧ୍ୟାରେ ନବନର୍ମିତ ଶ୍ରୀରାମ ମନ୍ଦିରରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ସାରା ଦେଶରେ ଉତ୍ସାହ ଜାରି ରହିଛି । ଏହି ସମାରୋହର ସମସ୍ତ ରୀତିନୀତି ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ରାମ ମନ୍ଦିର ପରିସରରେ ଥିବା କୁବେର…