ବାସୁଦେବପୁରରେ ଜଳୁଛି ୭ ଫୁଟ୍‌ ଉଚ୍ଚର ବିଶାଳ ଦୀପ

ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଛି। ସେଥିପାଇଁ ସାରା ଭାରତ ଉତ୍ସବ ମୁଖର ହୋଇଛି। ଏଥିରୁ କେମିତିବା ବଞ୍ଚିତ ହେବ ଓଡ଼ିଶା? ସେଥିପାଇଁ କେଉଁଠି ହନୁମାନ ଚାଳିଶା ପଢ଼ା ଯାଉଛି ତ ଆଉ କେଉଛି ଦୀପ ଦାନ…

ମୋତେ ଲାଗୁଛି ମୁଁ ଏହି ଧରିତ୍ରୀ ମା’ର ସବୁଠାରୁ ଭାଗ୍ୟ‌ଶାଳୀ ମଣିଷ: ଅରୁଣ ଯୋଗୀରାଜ

ନୂଆଦିଲ୍ଲୀ: କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରି ମୂର୍ତ୍ତି ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ ସ୍ଥାପନ କରାଯାଇ ଆଜି ପ୍ରାଣପ୍ରତିଷ୍ଠା ହୋଇଛି। ୩ଟି ୫ ବର୍ଷୀୟ ବାଳୁତ ରାମଲାଲାଙ୍କ ଶୈଶବାବସ୍ଥାର ରୂପକୁ ଆଧାର କରି ବିଗ୍ରହ ତିଆରି ହୋଇଥିଲା। ଏହି…

ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ: ବଦଳିଲେ ୧୭ ଜିଲ୍ଲାପାଳ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି | ତେମଜେନୱାପଙ୍ଗ ଆଓ ପବ୍ଲିକ ଏଣ୍ଟରପ୍ରାଇଜେସ ସଚିବ ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି | ସେହିପରି…

ବିରୋଧ ପରେ ବି ରାଲି କଲେ ସିଦ୍ଧୁ

ବାରମ୍ବାର ବିରୋଧ ପରେ ବି ସୁଧୁରୁ ନାହାନ୍ତି ପୂର୍ବତନ କ୍ରିକେଟର୍‌ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ପୁଣି ଥରେ ସେ ପଞ୍ଜାବର ଶାସକ ତଥା ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ସିଂହ ମାନଙ୍କ ସରକାର ଉପରକୁ ଟାର୍ଗେଟ୍‌ କରିଛନ୍ତି। ପଞ୍ଜାବରେ ଚୋରଙ୍କ…

ଅଷ୍ଟମ ଦିବସରେ ବରଗଡ଼ ଧନୁଯାତ୍ରା

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଅଷ୍ଟମ ଦିବସରେ ଗୋପରେ କୃଷ୍ଣମୟ ପରିବେଶ । ଗୋଟିଏ ପରେ ଗୋଟିଏ ଲୀଳା ଦେଖାଇ ମନ ମୋହୁଛନ୍ତି କାଳିଆ ସୁନା । ଏସବୁ ଭିତରେ ସମ୍ପନ୍ନ ହୋଇଛି ରାଧା କୃଷ୍ଣଙ୍କ ନାବକେଳୀ । ଏହି ମନୋରମ…

ସମୟର କାଳଚକ୍ରରେ ଆଜିର ଦିନ କାଳ କାଳ ପାଇଁ ସାକ୍ଷୀ ହୋଇ ରହିବ : ପ୍ରଧାନମନ୍ତ୍ରୀ

ଶହ ଶହ ବର୍ଷ ଅପେକ୍ଷାରେ ଅନ୍ତ ଘଟିଲା। ଜନ୍ମଭୂମିରେ ବିରାଜିଲେ ପ୍ରଭୁ ଶ୍ରୀରାମ। କେବଳ ଅଯୋଧ୍ୟା ନୁହେଁ ସମଗ୍ର ଭାରତ ବର୍ଷ ଆଜି ରାମମୟ ହୋଇଯାଇଛି। ମୁଖ୍ୟ ଯଜମାନ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁଙ୍କ ପ୍ରାଣ ପତିଷ୍ଠା କରାଇଛନ୍ତି। ଏହାପରେ…

ଭର୍ଚ୍ଚୁଆଲ ମାଧ୍ୟମରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମନ୍ଦିରରେ ବିଜେ କରିଛନ୍ତି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ସମସ୍ତ ରିତିନୀତି ଓ ପୂଜା ବିଧାନ ସହ ଶେଷ ହେଲା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ । ଆଜି ପୂର୍ଣ୍ଣ ହେଲା କୋଟି କୋଟି ଭକ୍ତଙ୍କ ମନୋକାମନା ।…

ରୋକି ପାରିଲେନି କୋହ, କାନ୍ଦି ପକାଇଲେ ଉମା ଭାରତୀ ଓ ସାଧ୍ୱୀ ଋତମ୍ଭରା

ଅଯୋଧ୍ୟା ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହର ସମ୍ପନ୍ନ ହୋଇଛି। ରାମମୟ ହୋଇଛି ପୂରା ଦେଶ। ଏହାରି ଭିତରେ ରାମମନ୍ଦିର ଆନ୍ଦୋଳନରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଜେପି ନେତ୍ରୀ ଉମା ଭାରତ ଓ ସାଧ୍ୱୀ ଋତମ୍ଭରା ନିଜ…

ମର୍ମନ୍ତୁଦ ଦୁର୍ଘଟଣା, ଆଖିବୁଜିଲେ ଦମ୍ପତି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଆଖିବୁଜିଲେ ଦମ୍ପତି । ମୃତ ଦମ୍ପତି ହେଲେ ଆୟତପୁର ଗାଁର ବାବୁଲା ପ୍ରଧାନ ଓ ବାଟୁରୀ ପ୍ରଧାନ । ଆଜି ସକାଳେ ଉଭୟ ବାଇକରେ…

ବିଜେପିରେ ମିଶିଲେ ପଶ୍ଚିମ ଓଡ଼ିଶା ନେତା ମଧୂସୁଦନ ଶର୍ମା

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଯୁବନେତା ମଧୂସୁଦନ ଶର୍ମା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। କେବଳ ଇସ୍ତଫା ଦେଇନାହାନ୍ତି ବରଂ ବିଜେପିରେ ନିଜ ଦଳବଳ ସହିତ ବିଜେପିରେ ଯୋଗ ଦେଇଛନ୍ତି। ସେପଟେ ବିଜେପିରେ ଯୋଗ ଦେଇଥିବା ଏହି ନେତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ…