ପ୍ରାଣପ୍ରତିଷ୍ଠା ସମୟରେ ସାବଧାନ ରହିବାକୁ ସରକାର ଦେଲେ ଚେତାବନୀ
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ହୋଇଥିବା ରାମମନ୍ଦିରର ପ୍ରାଣପ୍ରତିଷ୍ଠା ପାଇଁ ଚାରିଆଡେ ଉତ୍ସବମୁଖର ଥିବା ଦେଖିବାକୁ ମିଳୁଛି। ଏହି ଉତ୍ସବ ସମୟରେ ଲୋକଙ୍କୁ ସତର୍କ ରହିବାକୁ ସରକାର ଚେତବାନୀ ଦେଇଛନ୍ତି। କାରଣ ଏଭଳି ସମୟରେ ସାଇବର ଅପରାଧୀ ସକ୍ରିୟ ହୋଇଯାଇଛନ୍ତି, ତେଣୁ ଲୋକେ ଠକେଇର…