କନ୍ଧମାଳରେ ମେଗା ନିଯୁକ୍ତି ମେଳା ଆୟୋଜିତ, ଯୋଗ ଦେଲେ ୨୦ ହଜାରରୁ ଊର୍ଦ୍ଧ୍ୱ ଯୁବକ ଯୁବତୀ

କନ୍ଧମାଳ : କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସଫଳତାର ସହ ମେଗା ନିଯୁକ୍ତି ମେଳା ଆୟୋଜିତ ହୋଇଛି । ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ କ୍ରମେ କିଟ୍ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ସହଯୋଗରେ ଫୁଲବାଣୀଠାରେ ମେଗା ନିଯୁକ୍ତି ମେଳା ସଫଳତାର ସହ…

ସ୍ତ୍ରୀକୁ ହତ୍ୟା କଲେ ଗୁଗଲ ଇଞ୍ଜିନିୟର

ଗୁଗଲ୍ ଜାଏଣ୍ଟରେ କାମ କରୁଥିବା ଦମ୍ପତିଙ୍କ ପାରିବାରିକ କଳହ ଉଗ୍ର ରୂପ ନେଇଛି। ଗୁଗଲ୍ ଇଞ୍ଜିନିଅର ଥିବା ସ୍ୱାମୀ ଲିରେନ ଚେନ୍ ତାଙ୍କ ପତ୍ନୀଙ୍କୁ ପିଟି ପିଟି ହତ୍ୟା କରିଥିବା ଖବର ସାମ୍ନାକୁ ଆସିଛି। ମୃତ ମହିଳା ଜଣକ ମଧ୍ୟ ଗୁଗଲର ଟେକ୍ନୋଲୋଜି…

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି…

ଅତିଥିଙ୍କୁ ସୁରକ୍ଷା ଦେବେ ୧୩ହଜାର ସୁରକ୍ଷା ବାହିନୀ, କରାଯାଇଛି ଏସବୁ ବ୍ୟବସ୍ଥା

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଲୋକମାନେ ବିଶାଳ ଉଦଘାଟନକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ରାଜ୍ୟରୁ ରାମଲାଲାଙ୍କ ପାଇଁ ବିଭିନ୍ନ ପ୍ରକାରର ଉପହାର ଆସୁଛି। ଜାନୁଆରି ୨୨ରେ ଅଯୋଧ୍ୟାରେ…

ବାଲୁକା କଳାରେ ଶୋଭା ପାଉଛନ୍ତି ପ୍ରଭୁ ଶ୍ରୀରାମ

ଅଯୋଧ୍ୟା: ରାମ ମୟ ଦେଶ । ରାମଙ୍କ ଭକ୍ତିରେ ଦେଶବାସୀ । ସେଥିପାଇଁ ଖୁବ ଜୋରସୋରରେ ଚାଲିଛି ସାଜ୍ଜସଜ୍ଜା । ଏହାରି ଭିତରେ ୫୦୦ ମିନିଚର୍ ବ୍ୟବହାର କରି ଭଗବାନ ଶ୍ରୀରାମଙ୍କ ୨୩ ଫୁଟର ବାଲୁକା କଳା ପ୍ରସ୍ତୁତ କରିଛନ୍ତି ବାଲୁକାଶିଳ୍ପୀ…

ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ, ୨୦୨୨ରେ ଶିବକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଥିଲା

ଭୁବନେଶ୍ୱର  : ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ । ଗିରଫ ନିଶା ବେପାରୀର ଜବତ ନଗଦ ଟଙ୍କା ଓ ବ୍ୟାଙ୍କ ଜମା ଟଙ୍କାକୁ ବାଜ୍ୟାପ୍ତ କରାଯାଇଛି । ୭୪ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତ ହୋଇଛି । ବ୍ରାଉନସୁଗର କାରବାର କରି ଗିରଫ…

ଭାରତୀୟ ବିମାନକୁ ମାଳଦ୍ୱୀପରେ ମିଳିଲାନି ଅନୁମତି, ଆଖିବୁଜିଲା ନାବାଳକ

ଭାରତ ଓ ମାଳଦ୍ୱୀପ ମଧ୍ୟରେ ବିବାଦ ଜାରି ରହିଛି। ଏବେ ଏହି ବିବାଦ ଭିତରେ ଜଣେ ୧୪ ବର୍ଷୀୟ ନାବାଳକ ବଳି ପଡିଛି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁଙ୍କ ଜିଦ୍‌ ଯୋଗୁ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ମୁତାବକ,…

ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ ସେଲର…

କଂଗ୍ରେସର ଭାଷା କହୁଛନ୍ତି ଅବିମୁକ୍ତେଶ୍ବରାନନ୍ଦ ସରସ୍ବତୀ: ସ୍ୱାମୀ ଅଧୋକ୍ଷଜାନନ୍ଦ

ନୂଆଦିଲ୍ଲୀ: ଅଯୋଧ୍ୟାରେ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ କେତେକ ଶଙ୍କରାଚାର୍ଯ୍ୟ ପ୍ରଶ୍ନ ଉଠାଇଥିବାବେଳେ ଏହାକୁ ନେଇ ପ୍ରୟାଗରାଜରେ ଥିବା ସାଧୁ ଓ ସନ୍ଥମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଗୋବର୍ଦ୍ଧନ ପୀଠର ମୁଖ୍ୟ ଧର୍ମଚାର୍ଯ୍ୟ, ଜଗତଗୁରୁ ସ୍ୱାମୀ…

ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ

କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ ନିକଟରେ…