ଆରପାରିରେ ପୂର୍ବତନ ସାଂସଦ ଅନାଦି ଚରଣ ସାହୁ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅନାଦି ଚରଣ ସାହୁ | ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ ଅନାଦି | କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ…

ଜାନୁଆରୀ ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଖଡଗେଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃ୍ଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିଛି । କଂଗ୍ରେସ ସଭାପତି…

ବିଭିନ୍ନ ଯୋଜନାରେ ନାଗରିକଙ୍କୁ ଋଣ ପ୍ରଦାନ କରାଯାଇ ସଶକ୍ତ ଓ ସ୍ୱାବଲମ୍ବୀ କରାଯାଉଛି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର/ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ସମ୍ବଲପୁର ଗସ୍ତ କରିଛନ୍ତି। ଏହି ଗସ୍ତ କାଳରେ ସେ ଋଣ ସମ୍ପ୍ରସାରଣ ମେଳାରେ ଯୋଗ ଦେଇଛନ୍ତି। ଏହି ଅବସରରେ ‌କେନ୍ଦ୍ରମନ୍ତ୍ରୀ ୭୦,୭୬୯ ଜଣ ଗ୍ରାହକଙ୍କୁ ୨୨୮୯ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି।…

୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪୬୦୦ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪ ହଜାର ୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପ୍ରକଳ୍ପ ଦ୍ୱାରା ଚାଷୀମାନେ ବହୁଳ ଭାବେ…

ଭୁବନେଶ୍ବରରେ ଅତ୍ୟାଧୁନିକ ଆୟୁଷ ଦୀକ୍ଷା କେନ୍ଦ୍ରର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ଆୟୁଷ ଏବଂ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଆଜି ଭୁବନେଶ୍ୱରରେ ଭବିଷ୍ୟତର ଆୟୁଷ ପେସାଦାରଙ୍କ ମାନବ ସମ୍ବଳ ବିକାଶ ପାଇଁ ପ୍ରଥମ କେନ୍ଦ୍ର ‘ଆୟୁଷ ଦୀକ୍ଷା’ର ଶିଳାନ୍ୟାସ କରିଛନ୍ତି। ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ଆୟୁର୍ବେଦ…

କ୍ରିକେଟ୍‌ ବ୍ୟାଟ୍‌ରେ ପିଟିପିଟି ଯୁବକଙ୍କୁ ହତ୍ୟା; ଅନ୍ୟ ଜଣେ ଆହତ, ଅଭିଯୁକ୍ତ ଫେରାର

ସୋନପୁର: କ୍ରିକେଟ୍‌ ବ୍ୟାଟ୍‌ରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧୀନ ମେଣ୍ଡା ଗାଁରେ ଆଜି ଅପରାହ୍‌ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ହେଲେ ସନ୍ତୋଷ ହାତୀ। ଅନ୍ୟ ଜଣେ ଆହତ ଥିବା…

୫ଟି ସ୍କୁଲ ରୂପାନ୍ତରଣ: ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା…

ସଂଘବଦ୍ଧ ଆକ୍ରମଣରେ କାର୍ଯ୍ୟରତ ସାମ୍ବାଦିକ ଗୁରୁତର

ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ପାର୍ଶ୍ୟ ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ମୁଖ୍ୟ ଶାଖା ନିକଟରେ ମଧ୍ୟାହ୍ନ ସମୟରେ ଜଣେ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଫଳରେ ଗୁରୁତର ଆହତ ହୋଇଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଉତ୍ତେଜନା ହ୍ରାସ ପାଇଁ ପାକିସ୍ତାନ-ଇରାନ ସହମତି: କୂଟନୈତିକ ସଂପର୍କ ସ୍ବାଭାବିକ କରିବାକୁ ପ୍ରୟାସ

ଇସଲାମାବାଦ: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦୀ ଆଡ଼ାଗୁଡ଼ିକ ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ ଓ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ଇରାନର ଦକ୍ଷିଣ ସୀମାରେ ପାକିସ୍ତାନର କ୍ଷେପଣାସ୍ତ୍ର ମାଡ଼କୁ ନେଇ ଜଟିଳ ସ୍ଥିତି ଲାଗି ରହିଛି। ଉଭୟ ଦେଶ ସର୍ବାଧିକ ସଂଯମରେ କାମ…

ୟୁଏଇ ରାଜ ପରିବାରର ଅଚଳାଚଳ ସମ୍ପତ୍ତି: ୪୦୭୮ କୋଟି ଟଙ୍କାର ଭବନ, ୮ଟି ଘରୋଇ ଜେଟ୍‌

ଆବୁଧାବି: ଆବୁଧାବି ରାଜ ପରିବାର ଇଂଲଣ୍ଡ ଫୁଟବଲ କ୍ଲବ୍ ମାଞ୍ଚେଷ୍ଟର ସିଟିର ମାଲିକ ଏବଂ ତାଙ୍କର ମୁକେଶ ଅମ୍ବାନୀ ଓ ଗୌତମ ଆଦାନୀଙ୍କଠାରୁ ଅଧିକ ସମ୍ପତ୍ତି ରହିଛି। ଦୁନିଆର ସବୁଠାରୁ ଧନୀ ପରିବାର ପାଖରେ ଏକ ରାଷ୍ଟ୍ରପତି ଭବନ ରହିଛି ଯାହାର…